Posted inଜାତୀୟ

କୁର୍ଲିସ ରେଷ୍ଟୁରାଣ୍ଟ ଭାଙ୍ଗିବା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯।୯: ଗୋଆର କୁର୍ଲିସ ରେଷ୍ଟୁରାଣ୍ଟ ଭାଙ୍ଗିବାକୁ ନେଇ ସୁପ୍ରିମକୋର୍ଟ ସ୍ଥଗିତଦେଶ ଜାରି କରିଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ନ୍‌ଶୁକ୍ରବାର ହେବ। ପରିବେଶ ନିୟମ ଉଲ୍ଲଂଘନ ହେତୁ ଏନଜିଟି ଏହାକୁ ଭାଙ୍ଗିବାକୁ ନିର୍ଦ୍ଦେଶ ଦେଇଥିଲା। ବର୍ତ୍ତମାନ ସୁପ୍ରିମକୋର୍ଟ ଏହି ପ୍ରସଙ୍ଗରେ ରୋକ ଲଗାଇଛନ୍ତି। ନିଷ୍ପତ୍ତି ନିଆଯିବା ପର୍ଯ୍ୟନ୍ତ ରେଷ୍ଟୁରାଣ୍ଟଗୁଡିକରେ ବ୍ୟବସାୟିକ କାର୍ଯ୍ୟକଳାପ ଉପରେ ପ୍ରତିବନ୍ଧକ ଜାରି ରହିବ।
ସୂଚନାଯୋଗ୍ୟ,ସିଆର୍‌ଜେଡ୍‌ ନିୟମ ଉଲ୍ଲଂଘନ କରିଥିବାରୁ ଶୁକ୍ରବାର ସକାଳୂ ବିବାଦୀୟ କୁର୍ଲିସ କ୍ଲବକୁ ବୁଲଡୋଜର ସହାୟତାରେ ସରକାର ଭାଙ୍ଗିବା ଆରମ୍ଭ କରିଥିଲେ। ଏହି କ୍ଲବରେ ଅଭିନେତ୍ରୀ ତଥା ଭାଜପା ନେତ୍ରୀ ସୋନାଲି ଫୋଗାଟ ମୃତ୍ୟୁ ପୂର୍ବରୁ ପାର୍ଟି କରିବାର ଭିଡିଓ ସାମ୍ନାକୁ ଆସିଥିଲା। ଏହି କ୍ଲବରେ ଫୋଗାଟଙ୍କୁ ଡ୍ରଗ୍ସ ଦିଆଯାଇଥିଲା, ଯାହା ପରେ କିଛି ଘଣ୍ଟା ପରେ ତାଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri