Posted inଜାତୀୟ

କୁଲଗାମ୍‌ରେ ବିସ୍ଫୋରଣ: ଜଣେ ମୃତ

ଶ୍ରୀନଗର,୨୭।୬: ଜମ୍ମୁ-କଶ୍ମୀର କୁଲଗାମ୍‌ରେ ଗୁରୁବାର ଏକ ବିସ୍ଫୋରଣରେ ଜଣେ ଲୋକଙ୍କର ମୃତ୍ୟୁ ଘଟିଛି। ଏଥିରେ ୨ ଜଣ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଚୁଡେର ଗାଁରେ ଏକ ଦୋକାନ ଘରେ ଏହି ବିସ୍ଫୋରଣ ହୋଇଥିବା ପୋଲିସ ସୂଚନା ଦେଇଛି। ଏଠାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହିତ ବିସ୍ଫୋରଣ ନେଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri