କୁଲଡ଼ିହାରୁ ହାତୀର ମୃତଦେହ ଉଦ୍ଧାର: ହତ୍ୟା ପରେ ଦାନ୍ତ କାଟି ନିଆଯାଇଥିବା ସନ୍ଦେହ

ସଜନାଗଡ଼, ୫।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟର ଭାଲୁବସା ନିକଟରେ ବୁଧବାର ପୂର୍ବାହ୍ନରେ ଦନ୍ତାହାତୀର ମୃତଦେହ ପଡିଥିବା ଦେଖି ବନ କର୍ମଚାରୀମାନେ ଉଦ୍ଧାର କରିଥିଲେ। ହାତୀର ଦୁଇଦାନ୍ତ ନ ଥିବା ବେଳେ ତାହାର ମୃତ୍ୟୁ ଦୁଇଦିନ ପୂର୍ବରୁ ହୋଇଥିବା ଅନୁମାନ କରାଯାଉଛି। କେହି ହତ୍ୟା କରିବା ପରେ ଦାନ୍ତକୁ କାଟି ନେଇଥିବା ବନବିଭାଗ ପକ୍ଷରୁ ସନ୍ଦେହ କରାଯାଇଛି। ଉଚ୍ଚପଦସ୍ଥ କର୍ମଚାରୀ ଏହାର ତଦନ୍ତ ଆରମ୍ଭ କରିଛନ୍ତି। ତଦନ୍ତରେ ବାଲେଶ୍ୱର ଏସିଏଫ୍‌ଓ ସମୀର କୁମାର ସାହୁ, ଡିଏଫ୍‌ଓ ବିଶ୍ୱରାଜ ପଣ୍ଡା, ଏସିଏଫ୍‌ଓ ଲକ୍ଷ୍ମଣ ପ୍ରଧାନ, ଫରେଷ୍ଟର କିଶୋର ଭୂୟାଁ ଉପସ୍ଥିତ ଥିଲେ। ଘଟଣାସ୍ଥଳରେ ନୀଳଗିରି ବନବିଭାଗ ଅଧିକାରୀଙ୍କ ସମେତ ପ୍ରାଣୀ ଚିକିତ୍ସା ଅଧିକାରୀ ବୁଦ୍ଧିରାମ ରାଉଳଙ୍କ ଉପସ୍ଥିତିରେ ହାତୀର ମୃତଦେହ ବ୍ୟବଚ୍ଛେଦ କରାଯାଇ ପୋତି ଦିଆଯାଇଛି। ହାତୀର ମୃତ୍ୟୁ ସମ୍ପର୍କରେ ବନବିଭାଗ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ମିଳିନାହଁ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri