କୁଳଭୂଷଣ ଯାଦବଙ୍କୁ ଦ୍ୱିତୀୟ ଥର ଲାଗି ଦିଆଯିବ ନାହିଁ କନସୁଲାର ଆକ୍ସେସ୍‌:ପାକିସ୍ତାନ

ଇସ୍‌ଲାମାବାଦ,୧୨।୯: ପାକିସ୍ତାନ ଜେଲରେ ବନ୍ଦୀଥିବା କୁଳଭୂଷଣ ଯାଦବଙ୍କ ମାମଲାରେ ପୁଣି ଥରେ ପାକିସ୍ତାନ ତା’ର ପୂର୍ବପାଠର ଆଲୋଚନା କରିଛି। ପାକିସ୍ତାନ କହିଛି ସେ ଦ୍ୱିତୀୟ ଥର ଲାଗି କୁଳଭୂଷଣଙ୍କୁ କନସୁଲାର ଆକ୍ସେସ ଦେବ ନାହିଁ। ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ଡ. ମହମ୍ମଦ ଫୈଶଲ ଏହା ସ୍ପଷ୍ଟ କରିଛନ୍ତି। ସୂଚନାଯୋଗ୍ୟ, ଇଣ୍ଟରନ୍ୟାସନାଲ କୋର୍ଟ ଅଫ୍‌ ଜଷ୍ଟିସ(ଆଇସିଜେ) କୁଳଭୂଷଣଙ୍କୁ କନସୁଲାର ଆକ୍ସେସ ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ସେପ୍ଟେମ୍ବର ୨ରେ ଡେପୁଟି ହାଇକମିଶନର ଗୌରବ ଆହଲୁଓ୍ବାଲିୟା କୁଳଭୂଷଣଙ୍କୁ ସାକ୍ଷାତ୍‌ କରିଥିଲେ। ହେଲେ ଜମ୍ମୁ-କଶ୍ମୀରରୁ ଭାରତ ଅନୁଚ୍ଛେଦ ୩୭୦ ହଟାଇ ଦେବା ପରେ ପାକିସ୍ତାନ ଏକ ପ୍ରକାର ହଡବଡେଇ ଯାଇ ଭାରତ ବିରୋଧରେ ଭିନ୍ନ ଭିନ୍ନ ସମୟରେ ଭିନ୍ନ ଭିନ୍ନ ପଦକ୍ଷେପ ନେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ୨୪ଘଣ୍ଟା ନୁହେଁ ୨୫ଘଣ୍ଟା ହୋଇଯିବ ଗୋଟିଏ ଦିନ, ୨୦୨୬ରେ ହେବ କି ବଡ଼ ପରିବର୍ତ୍ତନ!

ଆପଣଙ୍କର ଘଣ୍ଟା କେବେ ଗୋଟିଏ ଘଣ୍ଟା ଲେଟ୍‌ ହେବ କି? ଭବିଷ୍ୟତରେ ସୂର୍ଯ୍ୟ ଅସ୍ତ ହେବ ଏବଂ ରାତି ଲମ୍ୱା ହେବ କି? ଏହା ଏକ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri