କୁଷ୍ଠାଶ୍ରମ ଅନ୍ତେବାସୀଙ୍କୁ ରନ୍ଧାଖାଦ୍ୟ ବଣ୍ଟନ

ଟିଟିଲାଗଡ଼, ୮।୪(ଡି.ଏନ.ଏ): ବଲାଙ୍ଗୀର ଜିଲା ଟିଟିଲାଗଡସ୍ଥିତ ରାଏମନ ଫାଉଣ୍ଡେସନ ପକ୍ଷରୁ ଟିଟିଲାଗଡ ବ୍ଲକ ଶଗଡଘାଟ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଶାନ୍ତିନଗର କୁଷ୍ଠାଶ୍ରମର ୧୩୦ ଜଣ ଅନ୍ତେବାସୀଙ୍କୁ ବୁଧବାର ରନ୍ଧା ଖାଦ୍ୟ ପ୍ରଦାନ କରାଯାଇଛି। ବିଦେଶୀ ସଂସ୍ଥା ଦ୍ୱାରା ପରିଚାଳିତ ଏହି କୁଷ୍ଠାଶ୍ରମ ସମ୍ପୃକ୍ତ ସଂସ୍ଥା ଫେରିଯିବା ପରେ କୁଷ୍ଠ ରୋଗୀଙ୍କ ପରିବାର ଅବହେଳିତ ହୋଇ ପଡିରହିଛନ୍ତି। ଏହି ଅବସରରେ ଟିଟିଲାଗଡ ଉପଜିଲାପାଳ ସୁଧାକର ନାୟକ, ଉପଖଣ୍ଡ ସ୍ବାସ୍ଥ୍ୟ ଅଧିକାରୀ ଡା. ସୁଜାତାରାଣୀ ମିଶ୍ର ଉପସ୍ଥିତ ରହି ସ୍ବେଚ୍ଛାସେବୀଙ୍କୁ ଉତ୍ସାହିତ ସହ ଅନ୍ତେବାସୀଙ୍କୁ ସଚେତନ କରିଥିଲେ। ସଂଗଠନ ପକ୍ଷରୁ ସଭିଙ୍କୁ ହାତ ଧୁଆ ତାଲିମ ପ୍ରଦାନ ସହ ସାବୁନ ପ୍ରଦାନ କରାଯାଇଥିଲା। ସଂଗଠନର ସଦସ୍ୟା ରଞ୍ଜୁ ରାଏମନ, ମଞ୍ଜୁ ତାଣ୍ଡି, ସିପ୍ରାଦେବୀ ଜାଲ, ଶଗଡଘାଟ ସରପଞ୍ଚ ଅଲିତା ସାହୁ, ଉତ୍ତମ ନାଗ, ଦିବ୍ୟ କୁମ୍ଭାର, ରଞ୍ଜିତ ଜାଲ, ଦିପକ ବେହେରା, ଭକ୍ତି କୁମ୍ଭାର, କୈଲାସ ସୁନା, ବକୁଲ ମହାନନ୍ଦ, ସଦା ନାଗ ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ: ଶିଶୁ ପୋଷଣ ଉପରେ ଗୁରୁତ୍ୱାରୋପ

ଦାରିଙ୍ଗବାଡି,୩୧।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଋଷିମାଳ ଡିଗ୍ରୀ କଲେଜରେ ସୋମବାର ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

ଏହି ୪ ରାଶିଙ୍କ ଉପରେ ଥାଏ ଭାଗ୍ୟର ଆଶୀର୍ବାଦ: କମ ପରିଶ୍ରମରେ ମିଳିଥାଏ ବଡ଼ ସଫଳତା

ଭୁବନେଶ୍ୱର: ଆପଣ ମଧ୍ୟ ଏପରି ଲୋକଙ୍କୁ ଦେଖିଥିବେ, ଯେଉଁମାନଙ୍କୁ ଜୀବନରେ ଅନେକ କିଛି ସହଜରେ ମିଳିଯାଏ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ କିଛି ରାଶି ଜାତକଙ୍କ ଉପରେ ଗ୍ରହ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

ଭୁବନେଶ୍ୱର, ଝାରସୁଗୁଡ଼ା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌

ଢେଙ୍କାନାଳ,୩୧।୮(ରତନ ନାୟାର): ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri