କୁହିଡ଼ି ପାଇଁ କାର୍‌ ଓଲଟି ୬ ଆହତ

କୋଦଳା,୨୩ା୧(ଡି.ଏନ.ଏ.)-କୋଦଳା ଖଲ୍ଲିକୋଟ ରାସ୍ତା ଖରଖରୀ ପୋଲ ନିକଟରେ ଗୁରୁବାର ଭୋର୍‌ରେ ଏକ କାର କୁହୁଡି ଯୋଗୁ ଓଲଟି ପଡ଼ିବାରୁ ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ପି.ଗୋପାଳ (୨୩)ଙ୍କ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ପ୍ରକାଶ ଯେ, ଆସ୍କା ଥାନା ଝରପାରି ଗ୍ରାମର ଆକୁଳ ଗୌଡ଼ ନିଜ କାର୍‌ରେ ସମ୍ପର୍କୀୟଙ୍କୁ ନେଇ ବୁଧବାର ଭୁବନେଶ୍ୱର ଯାଇଥିଲେ। ଏକ ଭୋଜିରେ ଯୋଗ ଦେଇ ସେ ବୁଧବାର ରାତିରେ ସେଠାରୁ ବାହାରି ନିଜ ଗ୍ରାମକୁ ଫେରିବା ବେଳେ ପ୍ରବଳ କୁହୁଡିରେ ରାସ୍ତା ଦେଖା ନ ଯିବାରୁ କାରଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡିଥିଲା। ଖବର ପାଇ ସ୍ଥାନୀୟ ପୋଲିସ  ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ! ‘ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ…

ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ବନ ମହୋତ୍ସବରେ, ଚାରା ରୋପଣ କଲେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ

ଦିଗପହଣ୍ଡି,୭।୭(ଅଶେଷ ନାଥ ମିଶ୍ର):  ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ସୋମବାର ଦିଗପହଣ୍ଡି…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri