କୂଅରେ ପଡ଼ି ଯୁବକଙ୍କ ପ୍ରାଣଗଲା

ସଜନାଗଡ଼,୮।୮(ଡି.ଏନ୍‌.ଏ.) : ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ଼ ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ସଜନାଗଡ଼ ଛକ ନିକଟ ୧୯ ନଂ ରାଜ୍ୟ ରାଜପଥ ପାଶର୍‌ବରେ ପୂର୍ଣ୍ଣଚନ୍ଦ୍ର ଖାଲପାଳିଆଙ୍କ ସାନ ପୁଅ ପରଭାସିଆ (୨୩) ଗୁରୁବାର ପୂର୍ବାହ୍ନରେ ଘରପାଶର୍‌ବରେ ଥିବା କୂଅକୁ ଗାଧୋଇବାକୁ ଯାଇଥିଲେ। ଅସାବଧାନତା ଯୋଗୁ ସେ କୂଅରେ ପଡ଼ିଯାଇଥିଲେ। ସଙ୍ଗେ ସଙ୍ଗେ ପରିବାର ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ତେବେ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ପରଭାସିଆଙ୍କୁ କୂଅରୁ ଉଦ୍ଧାର କରି ନୀଳଗିରି ମେଡିକାଲକୁ ଆଣିଥିବାବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

ନ୍ୟୁୟର୍କ ସିଟି ପାଇଲା ପ୍ରଥମ ମୁସଲିମ ମେୟର, କୋରାନ ଉପରେ ହାତ ରଖି ନେଲେ ଶପଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ନ୍ୟୁୟର୍କକୁ ମିଳିଲା ନୂଆ ମେୟର ।  ଗୁରୁବାର ସକାଳେ ନ୍ୟୁୟର୍କ ସହରରେ ଜୋହରାନ୍ ମାମଦାନି ୧୧୨ତମ ମେୟର ଭାବରେ ଶପଥ ଗ୍ରହଣ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri