କୃତିଙ୍କ ହେୟାର ମସାଜ୍‌ କରୁଛନ୍ତି ପୁଲକିତ

ମୁମ୍ବାଇ: କୃତି ଖରବନ୍ଦା ଏବଂ ପୁଲକିତ ସମ୍ରାଟ ଦୁହେଁ ଦୀର୍ଘ ଦିନ ହେବ ଲିଭ୍‌ ଇନ୍‌ ରିଲେଶନସିପ୍‌ରେ ରହୁଛନ୍ତି। କରୋନା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଏହି ଲଭ୍‌ବାର୍ଡ ଦୁହେଁ ଦୁହିଁଙ୍କ ସହିତ କ୍ୱାଲିଟି ସମୟ ବିତାଉଛନ୍ତି। ଦୁଇଣଙ୍କର ସୁନ୍ଦର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ଗତ କିଛିଦିନ ତଳେ କୃତି ଦୁହିଁଙ୍କର ଏକ ଫନୀ ଭିଡିଓ ଇନ୍‌ଷ୍ଟାରେ ଶେୟାର କରିଥିଲେ, ଯେଉଁଥିରେ ପୁଲକିତଙ୍କୁ ଜବରଦସ୍ତି ହେୟାର୍‌ରେ ଅଏଲ୍‌ ମସାଜ୍‌ କରିବାକୁ କହୁଛନ୍ତି। ଏହି ଭିଡିଓରେ ପୁଲକିତଙ୍କୁ ସେ ଚମ୍ପକ ବୋଲି ସମ୍ବୋଧନ କରୁଛନ୍ତି। ପୁଲକିତ ତାଙ୍କ ହେୟାର ଚମ୍ପି ମଧ୍ୟ କରିଦେଉଛନ୍ତି। ତେବେ ଏହି ଭିଡିଓକୁ ଫ୍ୟାନ୍‌ମାନେ ବେଶ୍‌ ପସନ୍ଦ ମଧ୍ୟ କରିଛନ୍ତି। ଶେଷରେ ପୁଲକିତଙ୍କୁ ଏତେ ସୁନ୍ଦର ମସାଜ୍‌ କରିଥିବାରୁ ଧନ୍ୟବାଦ ଦେଇଛନ୍ତି କୃତି । କୃତି କହିଛନ୍ତି, ଇଏ ହେଉଛି ଆମର କ୍ୱାରାଣ୍ଟାଇନ ମେମୋରି। ପୁଲକିତଙ୍କ ଭାଇଙ୍କ ଏନ୍‌ଗେଜ୍‌ମେଣ୍ଟକୁ ଯାଇଥିଲି। ଦୁହେଁ ଇଣ୍ଟରନ୍ୟାସ୍‌ନାଲ ଫ୍ଲାଇଟ୍‌ରେ ମୁମ୍ବାଇ ଆସିଥିଲୁ। ସେବେ ଟିକେ ଫିଭର ଆସିଥିଲା। କରୋନା ସଂକ୍ରମଣକୁ ନେଇ ଡରିଯାଇଥିଲି। ସେଥିଲାଗି ଆମେ କ୍ୱାରାଣ୍ଟାଇନ୍‌ରେ ଥିଲୁ। କିନ୍ତୁ ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ଘରେ ଅସ୍ତ୍ର ଅଛି, ଭାଜପାକୁ…ମହିଳାଙ୍କୁ ଉସ୍‌କାଇଲେ ଦିଦି

କୋଲକାତା,୧୧।୧୨: ପଶ୍ଚିମବଙ୍ଗରେ SIRକୁ ନେଇ ରାଜନୀତି ସରଗରମ ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ମହିଳାମାନଙ୍କୁ ଭୋଟର ତାଲିକା ସମୀକ୍ଷା ସମୟରେ ଯଦି ସେମାନଙ୍କ ନାମ...

IPL Auctionରେ ଏହି ୩ ଖେଳାଳିଙ୍କୁ କିଣିବା ପାଇଁ କୌଣସି ସୀମା ପର୍ଯ୍ୟନ୍ତ ଯାଇପାରେ CSK

ନୂଆଦିଲ୍ଲୀ,୧୧।୧୨: IPL ୨୦୨୬ ପାଇଁ ମିନି ନିଲାମ ଡିସେମ୍ବର ୧୬ରେ ଆବୁଧାବିରେ ଅନୁଷ୍ଠିତ ହେବ। ଚେନ୍ନାଇ ସୁପର କିଙ୍ଗ୍ସ ନିଲାମରେ ୪୩.୪କୋଟି ଟଙ୍କା ଉପଲବ୍ଧ ଅଛି,...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

କିଏ ଜିତିବ ଦ୍ୱିତୀୟ ଟି-୨୦ ମ୍ୟାଚ? ଅଙ୍କରେ କିଏ ପଡ଼ିଲା ଭାରି ଭାରତ ନା ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆଜି, ଗୁରୁବାର, ଡିସେମ୍ବର ୧୧, ମୁଲାନପୁରର ନୂତନ ଚଣ୍ଡିଗଡ଼ସ୍ଥିତ ମହାରାଜା ଯାଦବୀନ୍ଦ୍ର ସିଂହ...

ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ସମୟ ଅଛି ଜମି ଫେରାଅ ନଚେତ୍‌…

ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ...

ନାସାକୁ ବଡ଼ ଝଟକା, ମଙ୍ଗଳ ଗ୍ରହରୁ ଗାୟବ ହେଲା MAVEN!

ନୂଆଦିଲ୍ଲୀ,୧୧ା୧୨: ଆମେରିକାର ଅନ୍ତରୀକ୍ଷ ସଂସ୍ଥା ନାସା ମଙ୍ଗଳ ଗ୍ରହରୁ କିଛି ବିଚଳିତକର ଖବର ସାମ୍ନାକୁ ଆସିଛି । ଗତ 11 ବର୍ଷ ଧରି ଲାଲ ଗ୍ରହ...

କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…

କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍‌-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍‌ଘାଟିତ...

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri