କୃତ୍ରିମ ଗଳା

ବୈଜ୍ଞାନିକମାନେ ଏବେ ଏକ କୃତ୍ରିମ ଗଳା ବିକାଶ କରିଛନ୍ତି। ଏହା ୦.୬/୧.୨ ଇଞ୍ଚ ଆକାରର ଏହି କୃତ୍ରିମ ଗଳାକୁ ଟେମ୍ପୋରାରି ଟାଟୁ ଭଳି ବେକରେ ଲଗାଇହେବ । ବୃଦ୍ଧାଙ୍ଗୁଳି ନଖର ଦୁଇ ଗୁଣ ଆକାରର ଏହି ଗଳା କଣ୍ଠର ମୁଭ୍‌ମେଣ୍ଟକୁ ଶବ୍ଦରେ ପରିଣତ କରିପାରିବ । ଚାଇନାର ଗବେଷକମାନେ ବିକାଶ କରିଥିବା ଏହି କୃତ୍ରିମ ଗଳାକୁ ବେକରେ ବେଶି ସମୟ ଲଗାଇଲେ ତହା ଆରାମ ଦାୟକ ହେବନାହଁ ବୋଲି ଏହାଠାରୁ ଆହୁରି ପତଳା ଗଳା ବିକାଶ କରୁଛନ୍ତି , ଯାହା ଟେମ୍ପୋରାରି ଟାଟୁ ଭଳି ବେକରେ ଲାଗି ରହିବ । ଆମେରିକାନ କେମିକାଲ ସୋସାଇଟି ଓ୍ବେବସାଇଟରେ ଏହାର ତଥ୍ୟ ଓ ଫଟୋ ବି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ରଥଯାତ୍ରା: ତିନି ଠାକୁରଙ୍କ ସୁନାବେଶ: ପ୍ରଥମ ଥର ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ

ଭଞ୍ଜନଗର, ୨୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ଼ସ୍ଥିତ ଭଞ୍ଜ ରାଜବଂଶ ପକ୍ଷରୁ ପ୍ରତିଷ୍ଠିତ ଶ୍ରୀଜଗନ୍ନାଥ ମନ୍ଦିର ଏକ ଇତିହାସ ପ୍ରସିଦ୍ଧ ଧାର୍ମିକ…

ରଥ ଉପରେ ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀବିଗ୍ରହ

ପୁରୀ,୨୫ା୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ, ତିନିରଥରେ ମହାପ୍ରଭୁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଆରମ୍ଭ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ…

ଯୌତୁକ ପାଇଁ ସ୍ତ୍ରୀ ଙ୍କୁ ହତ୍ୟା ଉଦ୍ୟମ, ମୁହଁରେ ତକିଆ ଚାପିଥିବା ଅଭିଯୋଗ : ସ୍ବାମୀ ଗଲେ ଜେଲ                                        

ଦିଗପହଣ୍ଡି,୨୫|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ଖଜୁରୀପଲ୍ଲୀ ଗ୍ରାମର ପୁଷ୍ପା ସେଠୀ(୨୭) ଙ୍କୁ ଅଧିକା ଯୌତୁକ ପାଇଁ ଶାରୀରିକ ଓ ମାନସିକ…

ଗୋଟେ ପଟେ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ, ଅନ୍ୟପଟେ ଭାଇରାଲ ହେଉଛି ମୋଦିଙ୍କ ପୋଷ୍ଟ

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ଏହା ସହିତ, ‘କକ୍ରୋଚ ଜନତା ପାର୍ଟି’ – ଯାହା ଏକ ମାସରୁ ଅଧିକ…

ଆଧ୍ୟାତ୍ମିକ ପରିବେଶରେ ଥୁଆମୂଳ ରାମପୁର ବ୍ଲକରେ ବାହୁଡ଼ା ଯାତ୍ରା ସମ୍ପନ୍ନ: ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଲେ…

ଥୁଆମୂଳ ରାମପୁର,୨୫।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସଦର ମହକୁମା ସମେତ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁର ଆଦି ସ୍ଥାନରେ ମହାପ୍ରଭୁ…

ଧାନ ବିଲରେ ପଶିଲା କାର :୩୨୬ ନମ୍ବର ଜାତୀୟ ରାଜପଥରେ…

ମୋହନା,୨୫।୭(ମନ୍ମଥ ମିଶ୍ର): ଦୁଇ ଦିନର ଛୁଟି କାଟି ରାୟଗଡ଼ା ଜିଲାର ପଦ୍ମପୁରରୁ ଏକ କାର୍‌ (ଓଡି–୦୭–ଏଏଫ୍–୭୯୯୬) ଯୋଗେ ବ୍ରହ୍ମପୁର ଫେରୁଥିବା ବେଳେ ଗଜପତି ଜିଲା ଅଡବା ଥାନା…

Dharmendra Pradhan Resign: କ’ଣ AAP ପରି ରାଜନୀତି ମଇଦାନକୁ ଓହ୍ଲାଇବ CJP? ପ୍ରେସ କନଫରେନ୍ସରେ କଲା ବଡ଼ ଘୋଷଣା

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା କକରୋଚ ଜନତା ପାର୍ଟି (CJP) ଏବଂ ଭାରତର ଯୁବ ଆନ୍ଦୋଳନଗୁଡ଼ିକ ପାଇଁ ଏକ ଐତିହାସିକ ଓ ଅଭୂତପୂର୍ୱ ବିଜୟ। ତଥାପି, CJPର ‘ଆମ…

CJP ମୁଖ୍ୟ ଅଭିଜିତ ଦୀପକେଙ୍କ ଘରୁ ଆସିଲା ଭାବାବେଗ ଭରା ଦୃଶ୍ୟ: ଏମିତି କହି ଭୋ ଭୋ ହୋଇ କାନ୍ଦିଲେ…

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଶନିବାର ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି। ଶେଷରେ Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ସୋସିଆଲ ମିଡିଆରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri