Posted inଜାତୀୟ

କୃଷକଙ୍କୁ ନିର୍ଯ୍ୟାତନା ଦେଉଛନ୍ତି ସରକାର: ରାହୁଲ

ନୂଆଦିଲ୍ଲୀ,୬ ।୩: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ପୁଣିଥରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସରକାରଙ୍କ ନୂଆ କୃଷି ଆଇନକୁ ନେଇ ବର୍ଷିଛନ୍ତି ରାହୁଲ । ସେ କହିଛନ୍ତି ସରକାର କୃଷକଙ୍କୁ ନିର୍ଯ୍ୟାତନା ଦେଉଛନ୍ତି ଯେଉଁମାନେ ତାଙ୍କର ଅଧିକାର ପାଇଁ ଲଢୁଛନ୍ତି । ସରକାର ସେହିମାନଙ୍କ ପାଇଁ ସୀମାରେ କଣ୍ଟା ପୋତିଛି ଯେଉଁମାନଙ୍କ ପୁଅ ସୀମାରେ ଜୀବନକୁ ବାଜି ଲଗାଇ ଦେଇଛନ୍ତି । ହିନ୍ଦୀରେ ଟୁଇଟ୍ କରି ରାହୁଲ ପୁଣିଥରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ଗତ ମାସରେ ଦିଲ୍ଲୀ ପୋଲିସ ଗାଜିପୁର(ଦିଲ୍ଲୀ-ଉତ୍ତର ପ୍ରଦେଶ) ସୀମା ଓ ଟିକ୍ରି(ଦିଲ୍ଲୀ-ହରିୟାଣା) ସୀମାରେ ବାରିକେଡ, ସିମେଣ୍ଟ ବାରିକେଡ କରି ଆନ୍ଦୋଳନରତ କୃଷକଙ୍କ ଯାଆ ଆସରେ ପ୍ରତିବନ୍ଧକ ଲଗାଇ ଦିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଘୋଷଣା: ଏମାନଙ୍କୁ ଦିଆଗଲା ବଡ଼ ଦାୟିତ୍ୱ

ଲକ୍ଷ୍ନୌ,୧୮।୯: ଉତ୍ତରପ୍ରଦେଶ ନିର୍ବାଚନକୁ ନେଇ BJP ପକ୍ଷରୁ ପ୍ରସ୍ତୁତି ତୀବ୍ର କରାଯାଇଛି। ଏହି କ୍ରମରେ ଦଳ ପକ୍ଷରୁ ନୂଆ ସୋସିଆଲ ମିଡିଆ ଟିମର ଘୋଷଣା କରାଯାଇଛି। ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?