ଉଦଳା,୨୦ା୧୧(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଉଦଳା କୃଷକ ବଜାର ମଧ୍ୟରେ ଥିବା ମୁଖ୍ୟ ରାସ୍ତାରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ମଙ୍ଗଳବାର ପୋଲିସ ଉଦ୍ଧାର କରିଛି। ସକାଳେ ସ୍ଥାନୀୟ ବ୍ୟବସାୟୀମାନେ ଦୋକାନ ଖୋଲିବାକୁ ଆସିଥିବା ବେଳେ ମୃତଦେହ ପଡିଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ମୃତକ ଜଣକ ହେଲେ ବଡସାହି ଥାନା ଅଞ୍ଚଳର ରବୀନ୍ଦ୍ରନାଥ ସିଂ(୫୩)। ରବୀନ୍ଦ୍ରଙ୍କ ପୁଅ କାଳୀଚରଣ ପହଞ୍ଚି ମୃତଦେହ ଚିହ୍ନଟ କରିଥିଲେ ା ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୫୫/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଛି ା ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…
ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…
ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…
ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…
‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍ପି: କଲେ ବୃକ୍ଷରୋପଣ
କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍ପି ସୁଜିତ୍ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…
ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ
ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…
ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ
ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…
ବନ୍ଦ ହେଲା ହୀରାକୁଦର ୬ ଗେଟ୍, ଏତିକି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…
ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….
ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…
ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ
ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

