କୃଷକ ସଂଗଠନ ପକ୍ଷରୁ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ

ସମ୍ବଲପୁର,୧୭।୭(ବ୍ୟୁରୋ): ସମ୍ବଲପୁର ଜିଲା କୃଷକ ସଂଗଠନ ପକ୍ଷରୁ ଜିଲାପାଳ ଅଫିସ ସମ୍ମୁଖରେ ବୁଧବାର ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ଧାରଣା ଦିଆଯାଇଛି। ପ୍ରଧାନମନ୍ତ୍ରୀ ଫସଲ ବୀମା ଓ ବିକ୍ରୟ କରିଥିବା ଧାନ ଟଙ୍କା ଚାଷୀଙ୍କୁ ଦେବା ଦାବିରେ ଏହି ଧାରଣା ଦିଆଯାଇଛି।