କୃଷିଋଣ କରାଇଦେବାକୁ କହି ଲକ୍ଷାଧିକ ଟଙ୍କା ହରିଲୁଟ୍‌, କୁମ୍ଭାରପଡ଼ା ଥାନାରେ ଅଭିଯୋଗ

ପୁରୀ ଅଫିସ,୧୯।୧୨: ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ଥିବା ଏକ ଘରୋଇ ବ୍ୟାଙ୍କ ଖୋର୍ଦ୍ଧା ବାଲୁଗାଁ ଅଞ୍ଚଳର ଏକ ହଜାରରୁ ଊର୍ଦ୍ଧ୍ୱ ଚାଷୀଙ୍କଠାରୁ କୃଷିଋଣ ସହାୟତା ପ୍ରଦାନ ଲାଗି ପ୍ରାୟ ୭ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆଦାୟ କରିଥିବା ଅଭିଯୋଗ ହୋଇଛି। ଏନେଇ ଠକେଇର ଶିକାର ଚାଷୀ ଗୁରୁବାର କୁମ୍ଭାରପଡ଼ା ଥାନାରେ ଅଭିଯୋଗ କରିଛନ୍ତି।

ଅଭିଯୋଗରେ ଦର୍ଶାଯାଇଛି ଯେ, କେତେଜଣ ବ୍ୟକ୍ତି ନିଜକୁ ଉକ୍ତ ବ୍ୟାଙ୍କର ପରିଚୟ ଦେଇ କୃଷିଋଣ ଲାଗି ଯୋଗାଯୋଗ କରିଥିଲେ। ପର୍ଯ୍ୟାୟକ୍ରମେ ଲକ୍ଷାଧିକ ଟଙ୍କା ଆଦାୟ କରିଥିଲେ। ହେଲେ ଋଣ ଟଙ୍କା ଦେବାକୁ କହିବା ପରେ ଦିନ ଗଡ଼ାଇ ଚାଲିଥିଲେ। ବାରମ୍ବାର ଉକ୍ତ ବ୍ୟାଙ୍କକୁ ଦୌଡ଼ି ନିରାଶ ହେବା ପରେ ଚାଷୀମାନେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri