କୃଷିଋଣ କରାଇଦେବାକୁ କହି ଲକ୍ଷାଧିକ ଟଙ୍କା ହରିଲୁଟ୍‌, କୁମ୍ଭାରପଡ଼ା ଥାନାରେ ଅଭିଯୋଗ

ପୁରୀ ଅଫିସ,୧୯।୧୨: ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ଥିବା ଏକ ଘରୋଇ ବ୍ୟାଙ୍କ ଖୋର୍ଦ୍ଧା ବାଲୁଗାଁ ଅଞ୍ଚଳର ଏକ ହଜାରରୁ ଊର୍ଦ୍ଧ୍ୱ ଚାଷୀଙ୍କଠାରୁ କୃଷିଋଣ ସହାୟତା ପ୍ରଦାନ ଲାଗି ପ୍ରାୟ ୭ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆଦାୟ କରିଥିବା ଅଭିଯୋଗ ହୋଇଛି। ଏନେଇ ଠକେଇର ଶିକାର ଚାଷୀ ଗୁରୁବାର କୁମ୍ଭାରପଡ଼ା ଥାନାରେ ଅଭିଯୋଗ କରିଛନ୍ତି।

ଅଭିଯୋଗରେ ଦର୍ଶାଯାଇଛି ଯେ, କେତେଜଣ ବ୍ୟକ୍ତି ନିଜକୁ ଉକ୍ତ ବ୍ୟାଙ୍କର ପରିଚୟ ଦେଇ କୃଷିଋଣ ଲାଗି ଯୋଗାଯୋଗ କରିଥିଲେ। ପର୍ଯ୍ୟାୟକ୍ରମେ ଲକ୍ଷାଧିକ ଟଙ୍କା ଆଦାୟ କରିଥିଲେ। ହେଲେ ଋଣ ଟଙ୍କା ଦେବାକୁ କହିବା ପରେ ଦିନ ଗଡ଼ାଇ ଚାଲିଥିଲେ। ବାରମ୍ବାର ଉକ୍ତ ବ୍ୟାଙ୍କକୁ ଦୌଡ଼ି ନିରାଶ ହେବା ପରେ ଚାଷୀମାନେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?