କୃଷି ଆଇନକୁ ନେଇ କଂଗ୍ରେସର ପ୍ରଦର୍ଶନ: ସାମିଲ ହେଲେ ପ୍ରିୟଙ୍କା-ରାହୁଲ

ନୂଆଦିଲ୍ଲୀ,୧୫ ।୧: କେନ୍ଦ୍ରର ନୂଆ କୃଷି ଆଇନକୁ ନେଇ ଏବେ କଂଗ୍ରେସ ଅଣ୍ଟା ଭିଡିଛି । ବିଦେଶ ଗସ୍ତରୁ ଫେରିବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଲଗାତାର ଭାବେ କୃଷକ ଆନ୍ଦୋଳନକୁ ନେଇ କେନ୍ଦ୍ର ସରକାରଙ୍କୁ ଘେରୁଛନ୍ତି । ଶୁକ୍ରବାର ରାହୁଲ ଗାନ୍ଧୀ ଓ ତାଙ୍କ ଭଉଣୀ ତଥା କଂଗ୍ରେସର ମହାସଚିବ ପ୍ରିୟଙ୍କା ଗାନ୍ଧୀ ଦିଲ୍ଲୀରେ କୃଷି ଆଇନ ବିରୋଧରେ ପ୍ରଦର୍ଶନ କରିଛନ୍ତି । ରାହୁଲ କହିଛନ୍ତି ୩ ନୂଆ କୃଷି ଆଇନ କୃଷକଙ୍କୁ ଶେଷ କରିଦେବ । ଏବେ ଯଦି ଏହାକୁ ବନ୍ଦ କରି ନ ଦିଆଯାଏ ତେବେ ପରେ ଏଭଳି ଅବସ୍ଥା ଅନ୍ୟ ସେକ୍ଟରରେ ଦେଖିବାକୁ ମିଳିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୃଷକଙ୍କୁ ସମ୍ମାନ ଦେଇ ଜାଣି ନାହାନ୍ତି । ହେଲେ କୃଷକ ନା ନଇଁବେ ନା ଡରିବେ । ପ୍ରିୟଙ୍କା ଓ ରାହୁଲ ଦିଲ୍ଲୀର ଯନ୍ତର ମନ୍ତରରେ ପ୍ରଦର୍ଶନ କରିଛନ୍ତି । ଅନ୍ୟପଟେ ରାହୁଲ ରାଜଭବନ ଘେରାଉ କରିବାକୁ ଲାଗି ପଡିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?