କୃଷି ବିଭାଗ ପକ୍ଷରୁ ସଚେତନତା ଶିବିର

କେସିଙ୍ଗା,୨୫।୮(ଡି.ଏନ.ଏ.):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକସ୍ଥିତ କୃଷି କାର୍ଯ୍ୟାଳୟ ପରିସରରେ ଆତ୍ମା ଆନୁକୂଲ୍ୟରେ କୃଷକ ସାଥି ଓ ଆତ୍ମାସଭ୍ୟମାନଙ୍କ ଏକ ସଚେତନତା ଶିବିର ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ କୃଷି ବିଭାଗ, ପ୍ରାଣୀ ବିଭାଗ, ଉଦ୍ୟାନ ବିଭାଗର ବିଭିନ୍ନ ଯୋଜନାଗୁଡିକୁ କୃଷକମାନଙ୍କ ପାଖରେ ସରଳ ଉପାୟରେ ପହଞ୍ଚାଇବା ପାଇଁ ଏହି ଏକ ଦିନିଆ ସଚେତନା କାର୍ଯ୍ୟକ୍ରମରେ କୃଷକ ସାଥି ଓ ଆତ୍ମାର ସଭ୍ୟମାନଙ୍କୁ ତାଲିମ ପ୍ରଦାନ କରାଯାଇଥିଲା । ଏଥିରେ କୃଷି ବିଭାଗ ସହକାରୀ କୃଷି ଅଧିକାରୀ ବିଶ୍ୱନାଥ ମହାପାତ୍ର, ଉଦ୍ୟାନ ବିଭାଗ ଉଦ୍ୟାନ ସହକାରୀ ଅଧିକାରୀ ଅନନ୍ତ ନାରାୟଣ ପଣ୍ଡା, ପ୍ରାଣୀ ସମ୍ପଦ ବିଭାଗ ପ୍ରାଣୀ ଚିକିତ୍ସକ ଡ. ମନରଞ୍ଜନ ପରିଡା ପ୍ରମୁଖ ବିଶେଷଜ୍ଞମାନେ କୃଷକ ସାଥି ଓ ଆତ୍ମାର ସଭ୍ୟମାନଙ୍କୁ ତାଲିକ ପ୍ରଦାନ କରିଥିଲେ। ବ୍ଲକ ବୈଷୟିକ ଲୋକନାଥ ପାଇକରାୟ ଶିବିର ପରିଚାଳନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri