କୃଷି ଯନ୍ତ୍ରପାତି ଉଦ୍ଭାବକ କୁନି ବୈଜ୍ଞାନିକଙ୍କୁ ସମ୍ବର୍ଦ୍ଧନା

ରୂପ୍‌ସା, ୫।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକର ୭ମ ଶ୍ରେଣୀ ଅଧ୍ୟୟନରତ କୁନି ବୈଜ୍ଞାନିକ ବିପ୍ଳବ କୁମାର ଘୋଷଙ୍କୁ ବେଣାପୁରା ‘ଜୀବନ ସାଥି’ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ସଙ୍ଗଠନର ପ୍ରତିଷ୍ଠାତା ସମ୍ପାଦକ ଇଂ. ଦୀପ୍ତିମାନ ପତିଙ୍କ ସମେତ କର୍ମକର୍ତ୍ତାଙ୍କ ଉପସ୍ଥିତିରେ ଏହି କୁନି ବୈଜ୍ଞାନିକଙ୍କୁ ପୁଷ୍ପଗୁଚ୍ଛ ଓ ଉପଢ଼ୌକନ ଦିଆଯାଇ ସମ୍ବର୍ଦ୍ଧିତ କରାଯାଇଥିଲା। ନୂତନ କୃଷି ଯନ୍ତ୍ରପାତି ଉଦ୍ଭାବନରେ ନୂତନ ଜ୍ଞାନକୌଶଳ ପ୍ରୟୋଗ କରି ଛାତ୍ର ବିପ୍ଳବ ସଫଳ ହେବା ପରେ ସେ ଜାତୀୟସ୍ତରକୁ ମନୋନୀତ ହୋଇଛନ୍ତି। ଏଥିସହ ରାଷ୍ଟ୍ରପତିଙ୍କ ଟି ପାର୍ଟିରେ ଯୋଗଦେବାକୁ ସ୍ଥାନ ପାଇଥିବାରୁ ସବୁ ମହଲରୁ ତାଙ୍କୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି।
ମାତ୍ର ୧୨ବର୍ଷ ବୟସରେ ସେ ଏଭଳି ଏକ ନୂତନ କୃଷିଯନ୍ତ୍ର ଉଦ୍ଭାବନ କରିଛନ୍ତି, ଯାହା ଏକ ସମୟରେ ଜମିରେ ହଳ, ମହୀ, ବିହନ ଓ ସାର ବୁଣିବା ସହ ଔଷଧ ଓ ପାଣି ସ୍ପ୍ରେ ଭଳି ୬ଟି କାର୍ଯ୍ୟ କରିପାରିବ। ସଙ୍ଗଠନର କର୍ମକର୍ତ୍ତା ଏହି କୁନି ବୈଜ୍ଞାନିକଙ୍କ ସହ ଆଲୋଚନା କରି ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା...

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri