ଜଗନ୍ନାଥପ୍ରସାଦ,୨ା୯(ଡି.ଏନ୍.ଏ.)-ଜଗନ୍ନାଥପ୍ରସାଦ ବନାଞ୍ଚଳ ଅଧୀନ ହରଡ଼ିପଦର ଗଁାରେ କୃଷ୍ଣସାର ମୃଗ ଶିକାର ଅଭିଯୋଗରେ ରବିବାର ବନ ବିଭାଗ ଜଣଙ୍କୁ କୋର୍ଟ ଚାଲାଣ କରିଛି। ସେ ହେଲେ ପ୍ରକାଶ ନାୟକ। ତାଙ୍କଠାରୁ ୩ କେଜି କୃଷସାର ମାଂସ ସହ ଛୁରି ଜବତ କରାଯାଇଥିବା ବନ ବିଭାଗ ଅଧିକାରୀ ଉମାକାନ୍ତ ଦାସ କହିଛନ୍ତି। ଏ ନେଇ ନଂ.୧୭୮/୧୯-୨୦ରେ ମାମଲା ରୁଜୁ ହୋଇଛି। ପ୍ରକାଶ ମୃଗ ଶିକାର କରି ତାର ମାଂସ ବିକ୍ରି କରିବାକୁ ଉଦ୍ୟମ କରୁଥିବା ବେଳେ ବନ ବିଭାଗ ଗିରଫ କରିଥିଲା।
ପିଲାଙ୍କ କଳିକୁ ନେଇ ମହିଳାଙ୍କୁ ଟଣାଓଟରା କରି ମାରିଥିଲେ ମାଡ଼: ଅଭିଯୁକ୍ତ ଗିରଫ, ଜାମିନ ନାମଞ୍ଜୁର ପରେ…
ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲିବନ୍ଧ ଗ୍ରାମରେ ଜଣେ ମହିଳାଙ୍କୁ ଅସଦାଚରଣ ଓ ଆକ୍ରମଣ କରିବା…
କଇଠଡା ପଞ୍ଚାୟତ କାର୍ଯ୍ୟାଳୟରୁ ଚୋରି: ତାଲା ଭାଙ୍ଗି… ସରପଞ୍ଚଙ୍କ ଏତଲା
ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ପଞ୍ଚାୟତ କାର୍ଯ୍ୟାଳୟରୁ ବିଳମ୍ବିତ ରାତିରେ ଚୋରି ହୋଇଥିବା ଏକ ଅଭାବନୀୟ ଘଟଣା ସାମ୍ନାକୁ…
ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା
ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…
ଅଙ୍ଗନୱାଡି ଗୃହ ନିର୍ମାଣ ବିବାଦ: ୨୧ ଆନ୍ଦୋଳନକାରୀଙ୍କ ବିରୁଦ୍ଧରେ ମାମଲା ରୁଜୁ କଲେ ସିଡିପିଓ
ଭଞ୍ଜନଗର, ୧୧।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଜଗନ୍ନାଥପ୍ରସାଦ ବ୍ଲକ ରାଉତି ପଞ୍ଚାୟତରେ ଅଙ୍ଗନୱାଡି କେନ୍ଦ୍ରର ସ୍ଥାୟୀ ଗୃହ ନିର୍ମାଣକୁ ନେଇ ଚାଲିଥିବା ବିବାଦ…
ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”
ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…
ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍, ଆଖି ପିଛୁଳାକେ ଘଟିପାରେ….
ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…
ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…
ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ…
ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…
ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…
Archives

