Posted inଜାତୀୟ

କେଜରିଓ୍ବାଲଙ୍କ ଅଭିଯୋଗର ଉତ୍ତର ରଖିଲେ ପାଶଓ୍ବାନ

ନୂଆଦିଲ୍ଲୀ,୨୧।୧୧: ଦିଲ୍ଲୀର ପାନୀୟ ଜଳ ବିଶୁଦ୍ଧ ନୁହେଁ। ଏହାକୁ ନେଇ କେନ୍ଦ୍ରମନ୍ତ୍ରୀ ରାମ ବିଳାଶ ପାଶଓ୍ବାନ ନିକଟରେ ଏକ ରିପୋର୍ଟ ପ୍ରଦାନ କହିଥିଲେ। ଯେଉଁଥିରେ ବିଶ୍ୱରେ ପ୍ରଦୂଷିତ ସହରର ପାଣି ମଧ୍ୟରେ ରାଜଧାନୀ ଦିଲ୍ଲୀ ଥିଲା ଏକ ନମ୍ବର। ହେଲେ ଏହାକୁ ଖଣ୍ଡନ କରିଥିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ସେ କହିଥିଲେ ଏହା ଆଦୌ ଠିକ୍‌ ନୁହେଁ। କାରଣ ସବୁ ଅଞ୍ଚଳର ପାଣି ବିଶୁଦ୍ଧ ନୁହେଁ ବୋଲି ଆମେ କହିପାରିବାନି। ଏହା ବ୍ୟତୀତ ପାଶଓ୍ବାନ କେଉଁ ଅଞ୍ଚଳର ପାଣିର ନମୁନା ସଂଗ୍ରହ କରିଛନ୍ତି ତାହା ମୋତେ ଜଣାନାହିଁ କିନ୍ତୁ ଦିଲ୍ଲୀର ସବୁ ଅଞ୍ଚଳର ପାଣି ଅଶୁଦ୍ଧ ନୁହେଁ। କେଜରିଓ୍ବାଲ ଏକପ୍ରକାର ପାଶଓ୍ବାନଙ୍କୁ ମିଛୁଆ ବୋଲି କହିଥିଲେ। ଏବେ ଏହାର ଜବାବ ଦେଇ ପାଶଓ୍ବାନ କହିଛନ୍ତି ମୁଁ ମିଛ କହୁନାହିଁ ବରଂ ଏକ ପ୍ରତିଷ୍ଠିତ ଅନୁଷ୍ଠାନ ବ୍ୟୁରୋ ଅଫ୍‌ ଇଣ୍ଡିଆନ୍‌ ଷ୍ଟାଣ୍ଡାର୍ଡସ୍‌ ଯେଉଁ ରିପୋର୍ଟ ଦେଇଛି ସେହି ଆଧାରରେ ମୁଁ ଏହା ପ୍ରକାଶ କରିଛି। ତେଣୁ କେଜରିଓ୍ବାଲ୍‌ ଯାହା ବୁଝିଛନ୍ତି ତାହା ଭୁଲ୍‌ ବୋଲି ପାଶଓ୍ବାନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?