Posted inଜାତୀୟ

କେଜରିଓ୍ବାଲ ଯମୁନାରେ ବୁଡ ପକାଇଲେ ଏହା ସଫା ହୋଇଯିବ: ଶାହା

ନୂଆଦିଲ୍ଲୀ,୩୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ଏବେ ରାଜନୀତି ହୋଇଛି ସରଗରମ। ଭାରତୀୟ ଜନତା ପାର୍ଟି(ଭାଜପା)ର ଷ୍ଟାର ପ୍ରଚାରକମାନେ ଏବେ ଦିଲ୍ଲୀର ଶାସକ ଆମ ଆଦମୀ ପାର୍ଟି(ଏଏପି) ତଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ଟାର୍ଗେଟ କରିଛନ୍ତି। ଶୁକ୍ରବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କିର୍ତ୍ତି ନଗରରେ ଏକ ରାଲିକୁ ଉଦ୍‌ବୋଧନ ଦେବା ଅବସରରେ କେଜରିଓ୍ବାଲଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି କେଜରିଓ୍ବାଲ ଯଦି ଯମୁନାରେ ବୁଡ ପକାନ୍ତି ତେବେ ଯମୁନା ସଫା ହୋଇଯିବ ବୋଲି ବିଶ୍ୱାସ କରାଯିବ। ଅନ୍ୟପଟେ ଶୁକ୍ରବାର ଭାଜପା ତା’ର ଘୋଷଣାପତ୍ର ଜାରି କରି ମାଗଣା ସାଇକେଲ, ୨ ଟଙ୍କାରେ ଅଟା ଆଦି ଦେବାକୁ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…

ରାକ୍ଷୀ ମଉକାରେ ଚଉକା: ସ୍ତ୍ରୀଙ୍କୁ ବାପଘରେ ଛାଡ଼ିବାକୁ ଯାଉଥିଲେ ସ୍ବାମୀ, ବାଟରେ ମିଠା କିଣିବାକୁ ପଠାଇ ପ୍ରେମିକ ସହ…

ପାଟନା,୨୮।୮: ବିହାରର ମଧେପୁରା ଜିଲାରୁ ରକ୍ଷାବନ୍ଧନ ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପତ୍ନୀଙ୍କୁ ତାଙ୍କ ବାପଘରେ ଛାଡ଼ିବା ପାଇଁ ବାଇକରେ ନେଇ ଯାଉଥିବା ଜଣେ…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର…

ମରିଗଲା ମାନବିକତା! ନେପାଳ ବନ୍ୟାରେ ଭାସିଆସିଥିବା ମୃତଦେହରୁ ଅଳଙ୍କାର ଲୁଟିଲେ ଯୁବକ, ଭିଡିଓ ଭାଇରାଲ ପରେ…

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ଯୋଗୁ ହଜାର ହଜାର ପରିବାର ପ୍ରଭାବିତ ହୋଇଛନ୍ତି। ଲୋକେ ନିଜ ଜୀବନ ବଞ୍ଚାଇବା ସହ ପରସ୍ପରକୁ ସାହାଯ୍ୟ କରୁଥିବା ବେଳେ ଏହାରି…

୯୦୦ ମନ୍ଦିରର ରହସ୍ୟମୟ ପର୍ବତ! ସୂର୍ଯ୍ୟାସ୍ତ ହେଉ ହେଉ ଦେଖାଯା’ନ୍ତି…

ଭାରତରେ ଅନେକ ସୁନ୍ଦର ପାର୍ୱତ୍ୟ ସ୍ଥଳ ରହିଛି, କିନ୍ତୁ ଗୁଜରାଟର ଶତ୍ରୁଞ୍ଜୟ ପର୍ୱତ ନିଜର ଆଧ୍ୟାତ୍ମିକ ଓ ଧାର୍ମିକ ବିଶେଷତା ପାଇଁ ଏକ ସ୍ୱତନ୍ତ୍ର ପରିଚୟ ବହନ…

ରେଭେନ୍ସା ବିଶ୍ବବିଦ୍ୟାଳୟ ବିବାଦ; ସମୂହ ଛୁଟିରେ ଗଲେ ଅଧ୍ୟାପକ

କଟକ,୨୮।୮(ପ୍ରଭୁକଲ୍ୟାଣ ପାଲ): ସମୁହ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପିକା ଓ ଅଧ୍ୟାପକ । ଏହାସହ କୁଳପତିଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି । ରେଭେନ୍ସା ୟୁନିଭରସିଟି ଟିଚର୍ସ…

କ’ଣ ରାକ୍ଷୀରେ ଭାଇଙ୍କ ଠାରୁ ମିଳୁଥିବା ଟଙ୍କାରୁ ସରକାର ନିଅନ୍ତି ଟ୍ୟାକ୍ସ? ଜାଣନ୍ତୁ କେତେ ଟଙ୍କା ନେଲେ…

ନୂଆଦିଲ୍ଲୀ,୨୮।୮: ରକ୍ଷାବନ୍ଧନ ପର୍ୱ ଭାଇ-ଭଉଣୀଙ୍କ ପବିତ୍ର ସ୍ନେହ ଓ ପ୍ରେମର ପ୍ରତୀକ। ଏହି ଦିନ ଭଉଣୀମାନେ ଭାଇଙ୍କ ହାତରେ ରାଖି ବାନ୍ଧିଥାନ୍ତି ଏବଂ ବଦଳରେ ଭାଇ ସେମାନଙ୍କୁ…

ଥରିଲା ଚାଇନା: ଭୟରେ ଲୋକେ ଦୌଡ଼ିଲେ

ବେଜିଂ,୨୮।୭: ଦକ୍ଷିଣ-ପଶ୍ଚିମ ଚାଇନାର ସିଚୁଆନ ପ୍ରଦେଶରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଚାଇନା ଭୂକମ୍ପ ନେଟୱାର୍କସ ସେଣ୍ଟର (CENC) ଅନୁଯାୟୀ, ଲଙ୍ଗଚାଙ୍ଗ ସହରରେ ୫.୧ ତୀବ୍ରତାର ଭୂକମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri