Odisha Elections 2024
Posted inଜାତୀୟ

କେଜ୍‌ରିଓ୍ବାଲଙ୍କ ଅଡୁଆ ବଢିଲା

ନୂଆଦିଲ୍ଲୀ,୬।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଅଡୁଆ ବଢିଛି। ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ବିରୋଧରେ ଏନଆଇଏ ତଦନ୍ତ ପାଇଁ ଦିଲ୍ଲୀ ଉପରାଜ୍ୟପାଳ ଭି.କେ ସାକ୍ସେନା ସୁପାରିଶ କରିଛନ୍ତି। ଉପରାଜ୍ୟପାଳ ଭି.କେ ସାକ୍ସେନା ଖଲିସ୍ତାନ ସମର୍ଥକ ସଂଗଠନ ଶିଖ୍‌ ଫର୍‌ ଜଷ୍ଟିସରୁ ଫଣ୍ଡ ନେବା ମାମଲାରେ ଏନଆଇଏ ତଦନ୍ତ ପାଇଁ ସୁପାରିଶ କରିଛନ୍ତି। ଗୃହ ମନ୍ତ୍ରଣାଳୟକୁ ଚିଠି ଲେଖି ସେ ଏହି ଦାବି କରିଛନ୍ତି।

ଉପରାଜ୍ୟପାଳଙ୍କ ସଚିବ ଦେଇଥିବା ସୂଚନାନୁଯାୟୀ, ଭି.କେ ସାକ୍ସେନାଙ୍କ ପାଖକୁ ଗୋଟିଏ ଅଭିଯୋଗ ଆସିଥିଲା। ଏଥିରେ କୁହାଯାଇଥିଲା ଯେ ଖଲିସ୍ତାନୀ ସପକ୍ଷବାଦୀ ଗ୍ରୁପ ଠାରୁ ଆପ ୧୬ ମିଲିୟନ ଡଲାର ପାଇଛି। ୧୯୯୩ ମସିହା ଦିଲ୍ଲୀ ବିସ୍ଫୋରଣର ଦୋଷୀ ତଥା ଆତଙ୍କବାଦୀ ଦେବେନ୍ଦ୍ର ପାଲ ଭୂଲ୍ଲାରକୁ ଛାଡିବା ପାଇଁ ଏପରି ପାଣ୍ଠି ମିଳିଛି।ଯେହେତୁ ମୁଖ୍ୟମନ୍ତ୍ରୀ ବିରୋଧରେ ବ୍ୟାନ ହୋଇଥିବା ସଂଗଠନ ଠାରୁ ଟଙ୍କା ନେବାର ଅଭିଯୋଗ ଆସିଛି, ତେଣୁ ଏହାର ତଦନ୍ତ ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ବଡ଼ ଆଇଟି ରେଡ୍‌, ଜୋତା ବ୍ୟବସାୟୀଙ୍କ ଘରୁ ଜବତ ହେଲା ୪୦ କୋଟି

ନୂଆଦିଲ୍ଲୀ,୧୯।୫: ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ବଡ଼ ଆଇଟି ରେଡ୍‌। ଉତ୍ତରପ୍ରଦେଶ ଆଗ୍ରାରେ ବଡ଼ ଧରଣର ଆଇଟି ରେଡ ହୋଇଛି । ଜଣେ ଜୋତା ବ୍ୟବସାୟୀଙ୍କ...

ନିର୍ବାଚନ ପୂର୍ବରୁ ଜମ୍ମୁ-କଶ୍ମୀରରେ ଦୁଇ ଦୁଇଟି ବଡ଼ ଆତଙ୍କବାଦୀ ଆକ୍ରମଣ

ନୂଆଦିଲ୍ଲୀ,୧୯।୫:ନିର୍ବାଚନ ପୂର୍ବରୁ ଜମ୍ମୁକଶ୍ମୀରରେ ହୋଇଛି ବଡ଼ ଆତଙ୍କବାନୀ ଆକ୍ରମଣ। ରବିବାର ଅନନ୍ତନାଗ ଓ ସୋପିଆନରେ ଦୁଇ ଦୁଇ ଥର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଗୁଳିକରି...

୮୮୮୯ କୋଟି ଟଙ୍କା ଜବତ କଲାଣି ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୮ା୫: ଲୋକ ସଭା ନିର୍ବାଚନ ପଞ୍ଚମ ପର୍ଯ୍ୟାୟ ଏବଂ ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ୨୦୨୪ ର ପାଇଁ ୨ ଦିନ ବାକି ଅଛି।...

ଚାର୍ ଧାମ ମନ୍ଦିର ନିକଟରେ ରିଲ୍ ଶୁଟିଂ କରିବା ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

ନୂଆଦିଲ୍ଲୀ,୧୮।୫: ଚାର୍ ଧାମ ମନ୍ଦିର ନିକଟରେ ଭିଡିଓ ଏବଂ ରିଲ୍ ଶୁଟିଂ କରିବା ଉପରେ ଉତ୍ତରାଖଣ୍ଡ ପୋଲିସ ପ୍ରତିବନ୍ଧକ ଲଗାଇଛି। ଚାର ଧାମ ତୀର୍ଥସ୍ଥାନ ଅବସ୍ଥିତ...

”ଜ୍ୟୋତିଷ ହାତ ଦେଖି କହିଥିଲେ ତୁମେ ପ୍ରଧାନମନ୍ତ୍ରୀ ହେବ”: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୧୮।୫: ଦେଶର ଏବେ ଲୋକ ସଭା ନିର୍ବାଚନର ପରିବେଶ ବେଶ ସରଗରମ ରହିଛି। ସାତଟି ପର୍ଯ୍ୟାୟ ମଧ୍ୟରୁ ଚାରିଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହାରି...

POK ଭାରତର ଅଛି ଆଉ ରହିବ, ଆମେ ତାକୁ ଛଡ଼ାଇ ଆଣିବୁ; ପାକିସ୍ତାନକୁ ନେଇ ଗର୍ଜିଲେ ଶାହା…

ଝାନ୍‌ସୀ,୧୮।୫: ଲୋକ ସଭା ନିର୍ବାଚନ ମଧ୍ୟରେ ପୁଣିଥରେ ପାକିସ୍ତାନ ଅଧିକୃତ କଶ୍ମୀରକୁ ନେଇ ବଡ଼ ବୟାନ ଦେଇଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ପିଓକେ ଭାରତର...

ଆପଣ ‘ଜେଲ୍‌ର ଖେଳ’ ଖେଳୁଛନ୍ତି; କାଲି ସବୁ ନେତାଙ୍କୁ ନେଇ ଭାଜପା ମୁଖ୍ୟାଳୟ ଘେରିବାକୁ ଆସୁଛି: ମୋଦିଙ୍କୁ କହିଲେ କେଜ୍‌ରିଓ୍ବାଲ…

ନୂଆଦିଲ୍ଲୀ,୧୮।୫: ଏଏପି ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କୁ ମାରପିଟ୍‌ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ପିଏ ବିଭବ କୁମାରଙ୍କୁ ଗିରଫ କରାଯାଇଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ...

ଚା’ ବାଲାର ପୁଅ ପ୍ରଧାନମନ୍ତ୍ରୀ ହୋଇଥିବାରୁ ମୁଁ ଗର୍ବିତ: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ମଧ୍ୟରେ ​​କଂଗ୍ରେସର ବରିଷ୍ଠ ନେତା ପ୍ରିୟଙ୍କା ଗାନ୍ଧୀ ବଡ ବୟାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତବ୍ୟ ଉପରେ ସେ ପ୍ରତିକ୍ରିୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri