ହାଇଦ୍ରାବାଦ୍,୧୫।୧୨: ଆନ୍ଧ୍ରପ୍ରଦେଶର ପଶ୍ଚିମ ଗୋଦାବରୀ ଜିଲାରେ ବୁଧବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଏକ ବସ୍ ବ୍ରିଜ୍ ଉପରୁ କେନାଲକୁ ଖସି ଯିବାରୁ ୯ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ୨୨ ଜଣ ଆହତ ହୋଇଥିବା କୁହାଯାଉଛି। ତେଲେଙ୍ଗାନାର ଆସୱାରାପେଟରୁ ଜାଙ୍ଗାରେଡିଗୁଡେମକୁ ଯାଉଥିବା ବସ୍ରେ ପ୍ରାୟ ୪୭ ଜଣ ଯାତ୍ରୀ ଥିଲେ। ରାଜ୍ୟ ମୁଖ୍ୟମନ୍ତ୍ରୀ ଓ୍ବାଇଏସ ଜଗନ ମୋହନ ରେଡ୍ଡୀ ମୃତ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି।
ଏସପି କହିଛନ୍ତି ଯେ ବିପରୀତ ଦିଗକୁ ଆସୁଥିବା ଏକ ଟ୍ରକ୍କୁ ଏଡ଼ାଇବା ପାଇଁ ଏପିଏସଆରଟିସି ବସ ଡ୍ରାଇଭର ଗତିପଥ ବଦଳାଇବାକୁ ଚେଷ୍ଟା କରିଥିଲେ। ଜେଲେରୁ ନଦୀ ପାର୍ଶ୍ୱରେ ଥିବା ବ୍ରିଜ ରେଲିଂ ସହିତ ବସ୍ ମୁହାଁମୁହିଁ ହୋଇ ୨୫ ଫୁଟ ତଳେ ଥିବା କେନାଲରେ ପଡିଯାଇଥିଲା।
ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…
ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…
Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା
ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…
ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ
ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…
୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!
ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…
ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!
ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…
ଦୀପାବଳି ପାଇଁ ଏବେଠୁ ବୁକ୍ ହୋଇଗଲା ସବୁ ଟ୍ରେନ ଟିକେଟ୍! କିଛି ସମୟରେ…
ନୂଆଦିଲ୍ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…
କାର- ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର
ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍ ନିକଟରେ ରବିବାର ସକାଳ ପ୍ରାୟ…
ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ
ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…
Archives

