କେନାଲରେ ବୁଡି ଯୁବକଙ୍କ ମୃତ୍ୟୁ

ପୁରୁଷୋତ୍ତମପୁର,୩।୮(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠ ଦେଇଯାଇଥିବା ଥିବା ହିରାଧରବାଟି କେନାଲରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପୁରୁଷୋତ୍ତମପୁର ଏନ୍‌ଏସି ୱାର୍ଡ ନଂ.୮ କାଳୁଆ ବାଉରି ସାହିର ଦଣ୍ଡପାଣି ଦାସ (୫୫)। ଶୁକ୍ରବାର ସନ୍ଧ୍ୟାରେ ଦଣ୍ଡପାଣି ଗାଧୋଇବାକୁ କେନାଲକୁ ଯାଇ ରାତି ପର୍ଯ୍ୟନ୍ତ ଫେରି ନ ଥିଲେ। ଶନିବାର ସକାଳେ କେନାଲକୁ ଗାଧୋଇବାକୁ ଯାଇଥିବା କେତେଜଣ ଲୋକେ ମୃତଦେହ କେନାଲ କୂଳରେ ଲାଗିଥିବା ଦେଖି ପୁରୁଷୋତ୍ତମପୁର ପୋଲିସ ଓ ଦମକଳ ବାହିନୀକୁ ଖବର ଦେଇଥିଲେ। ଉଭୟେ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ଦଣ୍ଡପାଣିଙ୍କ ମୃତଦେହକୁ ଉଦ୍ଧାର କରି ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ନଂ. ୨୦/୧୯ରେ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

‘କିଶୋରୀମାନେ ପରିବାରର ବୋଝ ନୁହନ୍ତି’

ଛତ୍ରପୁର,୨୧ା୫(ଦିଲ୍ଲୀପ ସାମଲ): କିଶୋରୀମାନେ ପରିବାରର ବୋଝ ନୁହନ୍ତି। ସେମାନେ ଦେଶର ସ୍ବର୍ଣ୍ଣିମ ଭବିଷ୍ୟତ। ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା-ସୁଯୋଗ ତା’ସହିତ ସୁରକ୍ଷା ଓ ସମ୍ମାନ ଯୋଗାଇଦେବା ଆମ…

ଗୋଟିଏ ମଞ୍ଚରେ ଏକାଠି ହୋଇପାରୁନାହାନ୍ତି କଂଗ୍ରେସ ନେତା

ଭଞ୍ଜନଗର,୨୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ କଂଗ୍ରେସର ସବୁ ନେତା ଏକାଠି ହୋଇ ପାରୁନାହାନ୍ତି ଗୋଟିଏ ମଞ୍ଚରେ। ଇତିମଧ୍ୟରେ ଭଞ୍ଜନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା…

ଇଞ୍ଜିନିୟର ହେବା ଲକ୍ଷ୍ୟରେ ଶୁଭମ୍‌-କାର୍ତ୍ତିକେୟ, ଯୁକ୍ତ୨ ବିଜ୍ଞାନରେ ରଖିଛନ୍ତି…

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ଛାତ୍ର…

ଯୁକ୍ତ ୨ ବିଜ୍ଞାନରେ ବିଘ୍ନେଶ ଚୌଧୁରୀ ଛତ୍ରପୁର ବ୍ଲକ ଟପ୍ପର, ମିଷ୍ଟାନ ବାଣ୍ଟି ଖୁସି ଜାହିର କଲେ ବିଦ୍ୟାର୍ଥୀ

ଛତ୍ରପୁର, ୨୧।୫(ଦିଲ୍ଲୀପ ସାମଲ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ( ସିଏଚଏସଇ ) ଦ୍ୱାରା +୨ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି l ଏହି ପରିପ୍ରେକ୍ଷୀରେ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri