କେନ୍ଦୁଝରରୁ ଚାଲି ଚାଲି ପଳାଉଛନ୍ତି ଛତିଶଗଡ଼

କେନ୍ଦୁଝର, ୨୧।୪(ସ୍ବ.ପ୍ର.)-ନଳକୂପ ଖନନ କରି ପେଟପାଟଣା କରି ପରିବାର ପୋଷୁଥିବା ୩୩ଜଣ ଶ୍ରମିକ ଶ୍ରେଣୀର ଲୋକ ମଙ୍ଗଳବାର ଚାଲି ଚାଲି କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରୁ କେନ୍ଦୁଝର ସହର ଦେଇ ଏନ୍‌ଏଚ୍‌ ୪୯ରେ ଯାଉଥିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। କାମ ଧନ୍ଦା ଅଭାବ ସାଙ୍ଗକୁ ରହିବା ଓ ଖାଇବାର ସମସ୍ୟା ଯୋଗୁ ନିଷ୍ପତ୍ତି ନେଇ ପଳାଇ ଯାଉଥିବା ଜଣାପଡିଛି। କେନ୍ଦୁଝର ସହରରେ ଏନେଇ ବିଭିନ୍ନ ଅଧିକାରୀଙ୍କୁ ସ୍ଥାନୀୟ ଲୋକ ଜଣା ଥିଲେ ହେଁ କେହି ନ ଆସିବାରୁ ସେମାନେ ଚାଲି ଚାଲି ପଳାଇଥିଲେ। ଅନ୍ୟ ରାଜ୍ୟର ଲୋକଙ୍କୁ ଖାଇବା ଓ ରହିବା ବ୍ୟବସ୍ଥା ମାଗଣାରେ କରାଯାଉଥିବା ରାଜ୍ୟ ସରକାର କହୁଥିଲେ ହେଁ ଏଭଳି ବାହାର ରାଜ୍ୟର ଶ୍ରମିକଙ୍କ ପଳାୟନକୁ ବିରୋଧୀ ଦଳର ନେତା ମାନେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରୁଛନ୍ତି। ସେମାନେ ଖାଦ୍ୟ ସାମଗ୍ରୀ ଧରି ଯାଉଥିବା ବେଳେ କେବେ ପହଞ୍ଚିବେ ଠିକ ଜାଣି ନ ଥିବା କହିଛନ୍ତି। ଶୁଆକାଟି ନିକଟରେ ଦୁଇଟି ଦଳରେ ଚାଲି ଚାଲି ଯାଉଥିବା ଦେଖିବାକୁ ମିଳିଥିଲା। ଏଣୁ ଏ ନେଇ ପଦକ୍ଷେପ ନେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri