କେନ୍ଦୁଝରରେ ଆଉ ୨ ପଜିଟିଭ ଚିହ୍ନଟ

କେନ୍ଦୁଝର,୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଶୁକ୍ରବାର ଆଉ ୨ଜଣ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ପଜିଟିଭ୍‌ଙ୍କ ସଂଖ୍ୟା ୩୨କୁ ବୃଦ୍ଧି ପାଇଛି। ଘଟଗାଁ ଓ ସାହାରପଡ଼ା ବ୍ଲକ ଏହି ୨ ପଜିଟିଭ୍‌ ହୋଇଥିବା ବେଳେ ସେମାନେ କ୍ୱାରାଣ୍ଟାଇନ ସେଣ୍ଟରରେ ରହୁଥିଲେ। ତାଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।