କେନ୍ଦୁଝରରେ କୁହୁଡ଼ିଆ ପରିବେଶ

କେନ୍ଦୁଝର, ୫।୯(ସ୍ବ.ପ୍ର.)-କେନ୍ଦୁଝର ସହରରେ ବୁଧବାର ସକାଳେ କୁହୁଡ଼ିଆ ପରିବେଶ ସମସ୍ତଙ୍କୁ ବିମୋହିତ କରିଛି। ଚଳିତ ବର୍ଷ ଶୀତ ଋତୁ ପୂର୍ବରୁ ଏଭଳି ପରିବେଶକୁ ନେଇ ପରିବେଶପ୍ରେମୀ ମାନଙ୍କୁ ମଧ୍ୟ ଆକୃଷ୍ଟ କରିଛି। ଅନେକ ଭୋର ସକାଳେ ଉଠି ନିଆରା ଦୃଶ୍ୟକୁ ଉପଭୋଗ କରିବା ସହ ସେଲଫି ଉଠିବାର ମଜା ଉଠାଇଛନ୍ତି। ରାତିରେ ବର୍ଷା ଛାଡିବା ପରେ ସକାଳେ କୁହୁଡିର ଆସ୍ତରଣ ସମସ୍ତଙ୍କୁ ଉଲ୍ଲସିତ କରିଥିବା ବେଳେ ପାହାଡ଼ ଓ ଜଙ୍ଗଲ ପରିବେଶରେ ଓ ଜୁଡ଼ିଆ ଘାଟି ରାସ୍ତାରେ ଏହାର ନିଆରା ଅନୁଭୂତିକୁ ମନେ ପକାଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri