କେନ୍ଦୁଝରରେ ଜଣେ ସୁସ୍ଥ ହୋଇ ଫେରିଲେ

କେନ୍ଦୁଝର,୧୪।୫(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ୪ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ପ୍ରଥମ ପଜିଟିଭ ଚିହ୍ନଟ ରୋଗୀ ସୁସ୍ଥ ହୋଇ ଗୁରୁବାର ଘରକୁ ଫେରିଛନ୍ତି। ଫଳରେ ଜିଲାରେ ଦେଖାଦେଇଥିବା କରୋନା ସ୍ଥିତିକୁ ନେଇ ଜିଲାବାସୀ ଆଶ୍ୱସ୍ତ ହୋଇଛନ୍ତି। ଜିଲାର ଆନନ୍ଦପୁର ବ୍ଲକରେ ଜଣେ ଓ ହାଟଡ଼ିହୀ ବ୍ଲକର ୩ଜଣଙ୍କୁ ମିଶାଇ ମୋଟ ୪ ସଂକ୍ରମିତ ଚିହ୍ନଟ ହୋଇଥିଲେ। ଜଣେ ସୁସ୍ଥ ହେବା ପରେ ବର୍ତ୍ତମାନ ଆଉ ୩ ଜଣ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଏଠାରେ ସୂଚନାଯୋଗ୍ୟ ଯେ, ୧୩ତାରିଖ ସୁଦ୍ଧା ଜିଲାରୁ ସମୁଦାୟ ୨୧୮୯ଜଣଙ୍କ ସ୍ବାବ୍‌ ପରୀକ୍ଷା ପାଇଁ ପଠାଯାଇଥିଲା। ସେଥି ମଧ୍ୟରୁ ୨୧୮୫ ଜଣଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri