CORONAVIRUS UPDATE : କେନ୍ଦୁଝରରେ ଆଉ ୨ କରୋନା ପଜିଟିଭ, ଉଭୟ ସୁରଟ ଫେରନ୍ତା

ଭୁବନେଶ୍ୱର,୧୨।୫(ବ୍ୟୁରୋ)-ରାଜ୍ୟରେ ଆଉ ୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୩୯କୁ ବୃଦ୍ଧି ପାଇଛି। ଚିହ୍ନଟ ଆକ୍ରାନ୍ତ ଦ୍ୱୟ କେନ୍ଦୁଝର ଜିଲା ହାଟଡିହି ବ୍ଲକର। ଉଭୟେ ସୁରଟ ଫେରନ୍ତା ବୋଲି କେନ୍ଦୁଝର ଜିଲାପାଳ ଆଶିଷ ଠାକରେ ସୂଚନା ଦେଇଛନ୍ତି।

Share