କେନ୍ଦୁଝର ଜିଲା ପାଇଁ ଭାଜପା କ’ଣ କରିଛି: ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୧୭।୪(ସ୍ବ.ପ୍ର.): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କେନ୍ଦୁଝର ଜିଲା ସଦର ନିିର୍ବାଚମଣ୍ଡଳୀ ଗସ୍ତ କରି ନିର୍ବାଚନୀ ପ୍ରଚାର କରିଛନ୍ତି।
ପରେ ମୁଖ୍ୟମନ୍ତ୍ରୀ ପଦ୍ମପୁରଠାରେ ଏକ ସାଧାରଣ ସଭାରେ ଯୋଗଦେଇ କହିଛନ୍ତି ଯେ, ଭାଜପା ଦଳ ଦେଶକୁ ଅଧିକ ଗରିବ କରିଦେଇଛି। ଦର ଦାମ ବୃଦ୍ଧି , ତେଲ, ଗ୍ୟାସ ଦର ବୃଦ୍ଧି ଯୋଗୁ ଗରିବ ଲୋକ ଅସୁବିଧା ଭୋଗୁଛନ୍ତି। ଜିଲା ପାଇଁ ଭାଜପା କ’ଣ କରିଛି ପଚାରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ପ୍ରଶ୍ନ କରିଛନ୍ତି। ପରେ ବିପର୍ଯ୍ୟସ୍ତ ଏନ୍‌ଏଚ, କାଳିଆ ଯୋଜନା ସମ୍ପର୍କରେ ସେ ଆଲୋଚନା କରିଥିଲେ।
ସଦର ବିଧାୟକ ପ୍ରାର୍ଥୀ ମାଧବ ସର୍ଦ୍ଦାର ଓ ଏମ୍‌ପି ପ୍ରାର୍ଥତ୍ନୀ ଚନ୍ଦ୍ରାଣୀ ମୁର୍ମୁଙ୍କୁ ଦଳୀୟ ଚିହ୍ନରେ ଭୋଟ ଦେଇ ଜୟଯୁକ୍ତ କରିବାକୁ ନିବେଦନ କରିଛନ୍ତି। ଯୁବ ବିଜେଡି ସଭାପତି ସୌମ୍ୟଶଙ୍କର ଚକ୍ର ସଭା ପରିଚାଳନା କରିଥିବା ବେଳେ ବହୁ ସମର୍ଥକ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ବ୍ୟାଟେରୀ ଅଟୋକୁ ଧକ୍କା ଦେଲା ଟ୍ରାଭେଲର: ସାମ୍ନାକୁ ଆସିଲା ଭୟଙ୍କର ଦୁର୍ଘଟଣା ଦୃଶ୍ୟ

ଭୁବନେଶ୍ୱର,୧୪।୨: ବ୍ୟାଟେରୀ ଅଟୋକୁ ଧକ୍କା ଦେଲା ଟ୍ରାଭେଲର। ଏଭଳି ଅଭାବନୀୟ ଘଟଣା ଘଟିଛି ବରଗଡ଼ ବ୍ରିଟ କଲୋନୀ ମୁଖ୍ୟ ରାସ୍ତାରେ। ଏଥିରେ ୪ ଆହତ ହୋଇଥିବା ବେଳେ…

ରାତିରେ ଧୂମ୍‌ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri