Posted inରାଜ୍ୟ

କେନ୍ଦ୍ରାପଡ଼ାକୁ ଗଡ଼ିଲା ଟ୍ରେନ୍‌ ଇଞ୍ଜିନ

କେନ୍ଦ୍ରାପଡ଼ା ଅଫିସ, ୨୯।୬: କେନ୍ଦ୍ରାପଡ଼ାକୁ ଗଡ଼ିଲା ଟ୍ରେନ୍‌ ଇଞ୍ଜିନ। ହରିଦାସପୁର-କେନ୍ଦ୍ରାପଡ଼ା ମଧ୍ୟରେ ଶନିବାର ଟ୍ରେନ୍‌ ଇଞ୍ଜିନ ଗଡ଼ିଛି। ପରୀକ୍ଷାମୂଳକ ଭାବେ ଇଞ୍ଜିନ ଡ୍ରାଇଭ କରାଯାଇଥିବା ସୂଚନା ମିଳିଛି। ତେବେ ୩୦ ତାରିଖ ଅର୍ଥାତ୍‌ ରବିବାରଠାରୁ ହରିଦାସପୁର- କେନ୍ଦ୍ରାପଡ଼ା ମଧ୍ୟରେ ଟ୍ରେନ୍‌ ଚଳାଚଳ କରିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri