Posted inରାଜ୍ୟ

କେନ୍ଦ୍ରାପଡ଼ାକୁ ଗଡ଼ିଲା ଟ୍ରେନ୍‌ ଇଞ୍ଜିନ

କେନ୍ଦ୍ରାପଡ଼ା ଅଫିସ, ୨୯।୬: କେନ୍ଦ୍ରାପଡ଼ାକୁ ଗଡ଼ିଲା ଟ୍ରେନ୍‌ ଇଞ୍ଜିନ। ହରିଦାସପୁର-କେନ୍ଦ୍ରାପଡ଼ା ମଧ୍ୟରେ ଶନିବାର ଟ୍ରେନ୍‌ ଇଞ୍ଜିନ ଗଡ଼ିଛି। ପରୀକ୍ଷାମୂଳକ ଭାବେ ଇଞ୍ଜିନ ଡ୍ରାଇଭ କରାଯାଇଥିବା ସୂଚନା ମିଳିଛି। ତେବେ ୩୦ ତାରିଖ ଅର୍ଥାତ୍‌ ରବିବାରଠାରୁ ହରିଦାସପୁର- କେନ୍ଦ୍ରାପଡ଼ା ମଧ୍ୟରେ ଟ୍ରେନ୍‌ ଚଳାଚଳ କରିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ ସପ୍ତାହରେ ୨ ବହି ପ୍ରକାଶ କରି ବିଶ୍ୱ ରେକର୍ଡ ହାସଲ କଲେ ଶୁଭସ୍ମିତା

ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିଜର ପ୍ରତିଭା, ଅଧ୍ୟବସାୟ ଓ ଦୃଢ଼ ଇଚ୍ଛାଶକ୍ତି ବଳରେ ସାହିତ୍ୟ ଓ ଚିତ୍ରକଳା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି ଗଞ୍ଜାମ ଜିଲା…

ଜୁଆଆଡ୍ଡାରେ ଚଢ଼ାଉ: ପୋଲିସକୁ ଦେଖି ଦୌଡ଼ି ପଳାଉଥିଲେ, ୪ ଜୁଆଡ଼ିଙ୍କୁ ମାଡ଼ି ବସି…

ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଆଶ୍ୱିନ କୁମାର ପୂର୍ଣ୍ଣମୀ ଅବ୍ୟବହିତ ପୂର୍ବରୁ ୪ ଦିନ ମଧ୍ୟରେ ୩ଟି ଜୁଆଖେଳର ଅତର୍କିତ ଚଢ଼ାଉ କରି…

ସ୍କୁଲ ବସ୍‌ରେ ଲାଗିଲା ନିଆଁ, ଜାଣିଶୁଣି କେହି…

ନବରଙ୍ଗପୁର,୨୫ା୧୦(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଉମରକୋଟସ୍ଥିତ ସ୍ବାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ସ୍କୁଲ ପରିସରରେ ଥିବା ଏକ ଅବ୍ୟବହୃତ ବସ୍‌ରେ ନିଆଁ ଲାଗି ଜଳିଯାଇଛି। ବସ୍‌ଟି ହୁତୁହୁତୁ ହୋଇ…

ସ୍ବାସ୍ଥ୍ୟକେନ୍ଦ୍ର ଉଦ୍‌ଘାଟନ କଲେ ଏମ୍‌ପି-ବିଧାୟକ, ପ୍ରତିଶ୍ରୁତି ଦେଇ କହିଲେ ଖୁବ୍‌ଶୀଘ୍ର ଜିଲାରେ ପ୍ରତିଷ୍ଠା ହେବାକୁ ଯାଉଛି…

ମହାକାଳପଡ଼ା,୨୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଉପକୂଳବର୍ତ୍ତୀ ନଦୀନାଳ ଘେରା ବତୀଘର ପଞ୍ଚାୟତରେ ଏକ ନୂତନ ସ୍ୱାସ୍ଥ୍ୟକେନ୍ଦ୍ରକୁ ଏମ୍‌ପି ବୈଜୟନ୍ତ ପଣ୍ଡା ଓ ମହାକାଳପଡ଼ା ବିଧାୟକ ଡ.…

କୋଟିଆରେ ଆନ୍ଧ୍ର ପୋଲିସକୁ କୋରାପୁଟ ବିଧାୟକଙ୍କ ବିରୋଧ: ‘ଆବଶ୍ୟକ ପଡ଼ିଲେ ଓଡ଼ିଶାର ଅନୁମତି ନେଇ ଆସ

ପଟ୍ଟାଙ୍ଗି, ୨୫ା୧୦ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ଦିନକୁ ଦିନ ସ୍ଥିତି ଜଟିଳ ହେବାରେ ଲାଗିଛି। ଏପରି…

ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା: ୨୮ରେ ଆନ୍ଧ୍ର ଉପକୂଳ ଛୁଇଁବା ଆଶଙ୍କା

ଭୁବନେଶ୍ୱର, ୨୫।୧୦ : ବଙ୍ଗୋପସାଗରରେ ସୃଷ୍ଟ ଅବପାତ କ୍ରମଶଃ ଘନୀଭୂତ ହେଉଛି। ଏହା ଶକ୍ତିଶାଳୀ ହୋଇ ଗଭୀର ଅବପାତ ଏବଂ ପରେ ଘୂର୍ଣ୍ଣିବାତ୍ୟାର ରୂପ ନେବାର ଆଶଙ୍କା…

ନବୀନଙ୍କୁ ଭେଟି ଆଶୀର୍ବାଦ ନେଲେ ବାୟାବାବା କଲେଜ ଛାତ୍ର ସଂସଦ ପ୍ରତିନିଧି , ସୁଜାତାଙ୍କ ସହ ସାକ୍ଷାତ କରି…

ମହାକାଳପଡ଼ା/କେନ୍ଦ୍ରାପଡ଼ା, ୨୫ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ/ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାକପଡ଼ା ବ୍ଲକ ବାୟାବାବା କଲେଜ ଛାତ୍ର ସଂସଦ ନିର୍ବାଚନରେ ନିର୍ବାଚିତ ପ୍ରାର୍ଥୀମାନେ ଶନିବାର ନବୀନ ନିବାସରେ…

ଗଛରେ କଣ୍ଟା ପିଟି ବିଜ୍ଞାପନ, ନିରବ ବନ ବିଭାଗ: ବେଧଡ଼କ ଗଛରେ ପୋଷ୍ଟର, ବିପଦରେ ବୃକ୍ଷର ସୁରକ୍ଷା

ଦାରିଙ୍ଗବାଡ଼ି, ୨୫।୧୦ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବନାଞ୍ଚଳରେ ଜଙ୍ଗଲ ଓ ଗାଁ ମଧ୍ୟରେ ଥିବା ମୂଲ୍ୟବାନ ବୃକ୍ଷଗୁଡ଼ିକ ଏବେ ଅସୁରକ୍ଷିତ ହୋଇପଡ଼ିଛି। ଗଛରେ କଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?