Posted inରାଜ୍ୟ

କେନ୍ଦ୍ରାପଡ଼ାରେ ୮ ଘଣ୍ଟିଆ ବନ୍ଦ ଡାକରା: ମହାକାଳପଡ଼ା, ରାଜନଗରରେ ଏହାର ପ୍ରଭାବ

କେନ୍ଦ୍ରାପଡ଼ା ଅଫିସ/ମହାକାଳପଡ଼ା/ରାଜନଗର ୧୭।୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଗୁଲାମୁଣ୍ଡାରେ ବ୍ୟବସାୟୀଙ୍କୁ ଗୁଳିମାଡ଼ ଘଟଣାରେ ବୁଧବାର ଜିଲାବ୍ୟାପୀ ବନ୍ଦ ଡାକରା ଦିଆଯାଇଛି। ସମସ୍ତ ଦୋକାନବଜାର ଓ ଗାଡ଼ି ଚଳାଚଳ ବନ୍ଦ ରହିଛି। ଘଟଣାକୁ ୪ ଦିନ ବିତିଯାଇଥିଲେ ମଧ୍ୟ ଏ ଯାଏ ଅଭିଯୁକ୍ତଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏହାକୁ ପ୍ରତିବାଦ କରି ଜିଲା ବଣିକ ସଂଘ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି।

ମହାକାଳପଡ଼ା ବ୍ଲକ ଅଧୀନ ଜମ୍ବୁ ମାର୍ଶାଘାଇ ମୁଖ୍ୟ କେନାଲ ବନ୍ଧ ମହାକାଳପଡ଼ା ଛକଠାରେ ବଜରଙ୍ଗ ଦଳ ପକ୍ଷରୁ ରାସ୍ତାରୋକୋ କରାଯାଇଛି। ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଦଳ ପକ୍ଷରୁ ରାସ୍ତାରେ ଟାୟାର ଜାଳି ନାରା ଦିଆଯାଇଛି। ଫଳରେ ସାଧାରଣ ଲୋକଙ୍କ ଯାତାୟାତରେ ସମସ୍ୟା ଉପୁଜିଛି। କାହ୍ନୁ ଚରଣ ପରିଡାଙ୍କ ନେତୃତ୍ୱରେ ବହୁ ବଜରଙ୍ଗ କର୍ମୀ ଯୋଗ ଦେଇଛନ୍ତି। ରାଜନଗରରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନିଅନ୍ତୁ, ନଚେତ୍ କଥା ଆପଣଙ୍କ ଇସ୍ତଫା ପର୍ଯ୍ୟନ୍ତ ଯିବ’: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖୋଲା ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୩ା୭: କକ୍ରୋଚ ଜନତା ପାର୍ଟି (ସିଜେପି)ର ସଂସ୍ଥାପକ ଅଭିଜିତ ଦୀପକେ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଦିଲ୍ଲୀର ଜନ୍ତରମନ୍ତରକୁ ଏକ ‘ୱାର୍…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

ଛାତ୍ରମାନେ ଏକା ନୁହଁନ୍ତି… ଇଣ୍ଡିଆ ବ୍ଲକ ବୈଠକ ପରେ ରାହୁଲଙ୍କ ସହ ବିରୋଧୀ ଏମପି ଗଲେ ଗାନ୍ଧୀ ସ୍ମୃତି

ନୂଆଦିଲ୍ଲୀ,୨୩।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଗୁରୁବାର ଇଣ୍ଡିଆ ବ୍ଲକର ଏକ ବୈଠକ ଡକାଯାଇଥିଲା। NEET ପେପର୍‌ ଲିକ ପ୍ରସଙ୍ଗ ଉପରେ ଆଲୋଚନା କରିବା…

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ…

‘ସରକାର ବହୁତ ଅହଂକାରୀ ହୋଇଗଲାଣି…’, ଜନ୍ତର ମନ୍ତର ପହଞ୍ଚି କାହିଁକି ଏମିତି କହିଲେ ମେହବୁବା ମୁଫତି? CJPକୁ କଲେ ସମର୍ଥନ

ନୂଆଦିଲ୍ଲୀ,୨୩।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଗୁରୁବାର (୨୩ ଜୁଲାଇ) ଦିଲ୍ଲୀର ଜନ୍ତର ମନ୍ତରରେ CJP ଦ୍ୱାରା ଆୟୋଜିତ ଏକ ପ୍ରତିବାଦକୁ…

ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…

ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…

ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ…

ସୁନାବେଶକୁ ନେଇ ବଡ଼ ସୂଚନା, ସବୁଠୁ ବଡ଼ ଚ୍ୟାଲେଞ୍ଜ ହେବ…

ପୁରୀ,୨୩।୭: ଶୁକ୍ରବାର ପବିତ୍ର ବାହୁଡ଼ାଯାତ୍ରା। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରଥଯାତ୍ରା ପରିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri