କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଯୋଗାଇ ଦିଆଯିବ ଅନ୍‌ସ୍ଲୋ ହାଇସ୍କୁଲର ୧୩ ଶ୍ରେଣୀଗୃହ: ଜିଲାପାଳ

ଛତ୍ରପୁର,୧୨।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ ଚଳିତବର୍ଷ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବ। ଏଥିପାଇଁ ଭିତ୍ତିଭୂମି ସମ୍ପର୍କିତ ଏକ ବୈଠକ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଅନସ୍ଲୋ ହାଇସ୍କୁଲର ଏକ କୋଠାରେ ଅସ୍ଥାୟୀ ଭାବେ କେନ୍ଦ୍ରୀୟ ବିଦ୍ୟାଳୟ ଚାଲିବ। ଚେୟାର ଟେବୁଲ କିଣିବା ପାଇଁ ୩ ଲକ୍ଷ ଟଙ୍କା କେନ୍ଦ୍ରୀୟ ବିଦ୍ୟାଳୟକୁ ଦିଆଯିବ ବୋଲି ଜିଲାପାଳ କହିଛନ୍ତି। ନୂତନ କ୍ୟାମ୍ପସ ପାଇଁ ୧୦ ଏକର ଜମି ମଞ୍ଜୁର ହୋଇଛି। ଖୁବ୍‌ଶୀଘ୍ର ଜମି ଚିହ୍ନଟ ହେବ। ଉକ୍ତ ବୈଠକରେ ଛତ୍ରପୁର ଉପଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ତହସିଲଦାର ନୀଳମାଧବ ଭୋଇ, ବ୍ରହ୍ମପୁର କେନ୍ଦ୍ରୀୟ ବିଦ୍ୟାଳୟର ପ୍ରିନ୍ସପାଲ ବିଘ୍ନେଶ୍ୱର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri