କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି: ୧୭ ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକାରେ ଜଗନ୍ନାଥ ମନ୍ଦିର, ସୂର୍ଯ୍ୟ ମନ୍ଦିରକୁ ସାମିଲ କରାଯାଉ

ଭୁବନେଶ୍ୱର, ୨୬।୭(ବ୍ୟୁରୋ): ଦେଶର ୧୭ଟି ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକାରେ ପୁରୀ ଜଗନ୍ନାଥ ମନ୍ଦିର ଓ କୋଣାର୍କ ସୂର୍ଯ୍ୟ ମନ୍ଦିରକୁ ସାମିଲ କରାଯାଉ। ଏ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲଙ୍କୁ ଚିଠିଲେଖି ଜଣାଇଛନ୍ତି। ପ୍ରଧାନ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ୨୦୧୯-୨୦ ଆର୍ଥିକ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମ ପର୍ଯ୍ୟଟନ ଶିଳ୍ପର ଅଭିବୃଦ୍ଧି ପାଇଁ ୧୭ଟି ପ୍ରତିଷ୍ଠିତ ପର୍ଯ୍ୟଟନ କ୍ଷେତ୍ରକୁ ବିକଶିତ କରାଯିବ ବୋଲି ଘୋଷଣା କରିଛନ୍ତି। କେନ୍ଦ୍ର ସରକାର ଏହି ୧୭ଟି କ୍ଷେତ୍ରକୁ ମଡ଼େଲ ପର୍ଯ୍ୟଟନ କ୍ଷେତ୍ର ଭାବରେ ବିକଶିତ କରି ବିଦେଶୀ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରାଯିବାର ଯୋଜନା ରଖିଛନ୍ତି। ଶ୍ରୀକ୍ଷେତ୍ର ପୁରୀ ଓ କୋଣାର୍କ ସୂର୍ଯ୍ୟ ମନ୍ଦିରଭଳି ପବିତ୍ରସ୍ଥଳୀ ପର୍ଯ୍ୟଟକମାନଙ୍କୁ ଆକର୍ଷିତ କରିଥାଏ। ତେଣୁ ଏହାକୁ ଦୃଷ୍ଟିରେ ରଖି ଜଗନ୍ନାଥ ମନ୍ଦିର ଓ କୋଣାର୍କ ସୂର୍ଯ୍ୟ ମନ୍ଦିରକୁ ଆଦର୍ଶ ପର୍ଯ୍ୟଟନ ତାଲିକାରେ ସାମିଲ କରାଯିବା ନେଇ ବ୍ୟକ୍ତିଗତ ଭାବେ ଧ୍ୟାନ ଦେବାକୁ କେନ୍ଦ୍ରମନ୍ତ୍ରୀ ପ୍ରଧାନ ପର୍ଯ୍ୟଟନମନ୍ତ୍ରୀ ପଟେଲଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri