କେନ୍ଦ୍ର ମନ୍ତ୍ରିମଣ୍ଡଳରେ କାହାକୁ ମିଳିବ ସୁଯୋଗ: ପ୍ରତାପ, ଅପରାଜିତା, ଜୁଏଲ, ଧର୍ମେନ୍ଦ୍ରଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୩୦।୫(ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ରାଜ୍ୟରୁ ୮ଜଣ ଭାଜପା ଏମ୍‌ପି ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି। ଗତ ଥର ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମଙ୍କୁ କେନ୍ଦ୍ର ମନ୍ତ୍ରୀ ହେବାର ସୁଯୋଗ ମିଳିଥିବା ବେଳେ ଚଳିତ ଥର କିଏ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସାମିଲ ହେବେ ତାହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ତେବେ ସାଧାରଣ ଜୀବନଯାପନ ଶୈଳୀକୁ ନେଇ ଜାତୀୟ ଗଣମାଧ୍ୟମର ଶିରୋନାମା ପାଲଟିଥିବା ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କୁ କେନ୍ଦ୍ର ମନ୍ତ୍ରୀ ଭାବେ ଦାୟିତ୍ୱ ଦିଆଯାଇପାରେ ବୋଲି ଚର୍ଚ୍ଚା ହେଉଛି। ସେହିଭଳି ଭୁବନେଶ୍ୱର ଲୋକ ସଭାରୁ ନିର୍ବାଚିତ ହୋଇଥିବା ଅପରାଜିତା ଷଡ଼ଙ୍ଗୀ, ଧର୍ମେନ୍ଦ୍ର ଏବଂ ଜୁଏଲ ମଧ୍ୟ ମନ୍ତ୍ରିମଣ୍ଡଳରେ ସାମିଲ ହେବା ନେଇ ଆଲୋଚନା କରାଯାଉଛି।

ପ୍ରକାଶଯୋଗ୍ୟ, ଚଳିତ ଲୋକ ସଭା ନିର୍ବାଚନରେ ଭାଜପା ସରକାର ପୂର୍ଣ୍ଣ ସଂଖ୍ୟାଗରିଷ୍ଠତାର ସହ ବିଜୟୀ ହୋଇଛି। ଗୁରୁବାର ରାତି ୭ଟାରେ ପ୍ରଧାନମନ୍ତ୍ରୀ ଭାବେ ଦ୍ୱିତୀୟ ଥର ଲାଗି ନରେନ୍ଦ୍ର ଦାମୋଦର ଦାସ ମୋଦି ଶପଥ ଗ୍ରହଣ କରିବେ। ରାଷ୍ଟ୍ରପତି ଭବନ ପରିସରରେ ମୋଦି ନୂଆ ମନ୍ତ୍ରୀ ପରିଷଦ ସହ ଶପଥ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri