କେବଳ କେଶ ନୁହେଁ , ଏସବୁ କାର୍ଯ୍ୟରେ ବି ବ୍ୟବହାର କରାଯାଏ କଣ୍ଡିଶନର

କେଶକୁ ନରମ ଓ ଚିକ୍କଣ ରଖିବା ପାଇଁ କଣ୍ଡିଶନର ବ୍ୟବହାର କରାଯାଏ। ଏହା ଲମ୍ବା କେଶକୁ ଜଟା ସମସ୍ୟାରୁ ରକ୍ଷା କରିବା ସହ କେଶରେ ଚମକ ଆଣିଥାଏ। ଏହି କଣ୍ଡିଶନର ବିଭିନ୍ନ ପ୍ରକାରର ବ୍ୟବହାର ରହିଛି। ତେବେ ଜାଣନ୍ତୁ ଏ ସମ୍ପର୍କରେ…

ମେଲ୍ଡ ଡିଟରଜେଣ୍ଟ: ଅଧିକ ନରମ କପଡ଼ା ଯାହାର ସ୍ବତନ୍ତ୍ର ଯତ୍ନ ନେବାକୁ ପଡ଼ିଥାଏ। ସେହି ସବୁ କପଡ଼ାକୁ ଧୋଇବା ପାଇଁ କଣ୍ଡିଶନର ସାହାଯ୍ୟ ନେଇପାରିବେ। ଗରମ ପାଣିରେ ୩/୪ ବୁନ୍ଦା କଣ୍ଡିଶନର ପକାଇ ମେଲ୍ଡ ଡିଟରଜେଣ୍ଟ ପ୍ରସ୍ତୁତ କରନ୍ତୁ ସେଥିରେ କପଡ଼ା ପକାଇ ଧୋଇ ଦିଅନ୍ତୁ।

ମେକଅପ୍‌ ବ୍ରଶ୍‌: କଣ୍ଡିଶନର ସାହାଯ୍ୟରେ ମେକଅପ ବ୍ରଶ୍‌କୁ ସହଜରେ ସଫା କରି ହୋଇଥାଏ। ଏହାକୁ ସଫା କରିବା ସମୟରେ ତୂଳୀ ନଷ୍ଟ ହେବାର ଅଧିକ ସମ୍ଭାବନା ଥିବାରୁ ଗରମ ପାଣିରେ କିଛିବୁନ୍ଦା କଣ୍ଡିଶନର ପକାଇ ଦିଅନ୍ତୁ। ପରେ ଏହା ସମ୍ପୂର୍ଣ୍ଣ ସଫା ହୋଇଯାଏ।

ସେଭିଂ କ୍ରିମ୍‌ : କାଖତଳ, ଗୋଡ଼, କିମ୍ବା ହାତକୁ ସେଭିଂର ଆବଶ୍ୟକ ପଡ଼ିଥାଏ। ଯଦି ଘରେ ସେଭିଂ କ୍ରିମ୍‌ ସରିଯାଇଥାଏ। ଆଣଙ୍କ ସେଭିଂ ଜରୁରୀ ଥାଏ ତେବେ ଆପଣଙ୍କୁ ଚିନ୍ତା କରିବାର ନାହିଁ। ସେଭିଂ କ୍ରିମ୍‌ସ୍ଥାନରେ କଣ୍ଡିଶନର ବ୍ୟବହାର କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri