Posted inଫୁରସତ

କେବଳ ମଙ୍ଗଳବାର ଚୋରି କରିଥାନ୍ତି ଏହି ଯୁବକ

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ଲାଗୁଥିବ; ମାତ୍ର ଏହା ସମ୍ପୂର୍ଣ୍ଣ ସତ। ଅନେକ ସମୟରେ ଶୁଣିଥିବେ କୌଣସି କାମ ଆରମ୍ଭ ପୂର୍ବରୁ ଶୁଭଦିନର ଚୟନ କରାଯାଏ। କାରଣ ଏହା କାମକୁ ଶୁଭଫଳ ଦେଇଥାଏ। କିନ୍ତୁ କେବେ ଶୁଣିଛନ୍ତି, ଚୋରି କରିବାର ବି ଶୁଭଦିନ ଏବଂ ଶୁଭ ମୁହୂର୍ତ୍ତର ବି ଉପଯୋଗ ହୋଇଥାଏ। ହାଇଦ୍ରାବଦର ମହମ୍ମଦ୍‌ ସମୀର୍‌ ଖାନ୍‌ ନାମକ ଚୋର ସପ୍ତାହର କେବଳ ମଙ୍ଗଳବାରକୁ ଚୋରି ପାଇଁ ବାଛିଥାନ୍ତି। ବିଶେଷକରି ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ ଏବଂ ତେଲେଙ୍ଗାନାରେ ଏହି ଚୋର ମଙ୍ଗଳବାର ହଁି ଚୋରି କରିଥାନ୍ତି। ଏଭଳି ଅନ୍ଧବିଶ୍ୱାସୀ ଚୋର ବିଷୟରେ ହୁଏତ ପ୍ରଥମଥର ଶୁଣୁଥିବେ। ଏବେ ଚୋରକୁ ପୋଲିସ୍‌ ଗିରଫ କରିସାରିଛି। ତା’ଠାରୁ ଲକ୍ଷାଧିକ ଟଙ୍କା ଏବଂ ଗହଣା ଜବତ କରିଛି। ସମୀର କୁହନ୍ତି, ମଙ୍ଗଳବାର ଚୋରି କଲେ ଧରାପଡିବାର ଆଶଙ୍କା ନ ଥାଏ ବୋଲି ତାଙ୍କର ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗହୀରମଥାକୁ ଅଣ୍ଡାଦାନ ପାଇଁ ଆସିଥିଲେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ, ଅଣ୍ଡାଦାନ ନ କରି ଫେରିଗଲେ, ପରିବେଶବିତ୍‌ କହିଲେ…

ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ବିଶ୍ୱର ସର୍ବବୃହତ୍‌ ପ୍ରଜନନସ୍ଥଳୀ ଭାବେ ପରିଚିତ ଗହୀରମଥା। କେନ୍ଦ୍ରାପଡା ଜିଲାର ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରେ ଥିବା ଏହି ସ୍ଥାନରେ ଚଳିତବର୍ଷ…

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ, ଟିଏମସି ନେତା ସଞ୍ଜୟ ଦାସଙ୍କ ମୃତଦେହ ତାଙ୍କ ଘରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର

କୋଲକାତା,୨୩।୫: ପଶ୍ଚିମବଙ୍ଗରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦକ୍ଷିଣ ଦମ ଦମ ମ୍ୟୁନିସିପାଲିଟିର ତୃଣମୂଳ କଂଗ୍ରେସ କାଉନସିଲର ସଞ୍ଜୟ ଦାସଙ୍କ ମୃତଦେହ ତାଙ୍କ ବାସଭବନରେ ସନ୍ଦେହଜନକ…

୫୧,୦୦୦ରୁ ଅଧିକ ଯୁବତୀଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି: ଆଗାମୀ ବର୍ଷଗୁଡ଼ିକରେ…

ନୂଆଦିଲ୍ଲୀ,୨୩।୫: ପ୍ରଧାନମନ୍ତ୍ରୀ ମୋଦି ୫୧,୦୦୦ରୁ ଅଧିକ ଯୁବକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୯ତମ ‘ରୋଜଗାର ମେଳା’ (ନିଯୁକ୍ତି ମେଳା)ରେ…

ହରିଣ ଶିକାର କଲାବେଳେ ମାଡ଼ିବସିଲା ବନ ବିଭାଗ, ଶିକାରୀଙ୍କଠାରୁ ଫାଶ ସହ ଜବତ କଲା…

ମହାକାଳପଡ଼ା,୨୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳ ଶାସନପେଟା ଗ୍ରାମ ପାର୍ଶ୍ୱ ଜଙ୍ଗଲରୁ ଦୁଇ ଶିକାରୀ ହରିଣ ଶିକାର କରିଥିବାବେଳେ…

୭୦୧୫ ଚାଷୀଙ୍କ ଧାନବିକ୍ରି ଟୋକନ BLOCKED: ସମାଧାନ ନ ହେଲେ ବିଧାୟକ, ଏମ୍‌ପିଙ୍କ ଅଫିସ ଆଗରେ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ଦିନରେ ପହଞ୍ଚିଛି । ତେବେ ଧାନ ବିକ୍ରି ପାଇଁ ଆବେଦନ କରିଥିବା…

ରାଗରେ ଏମିତି କାମ କରିଦେଲେ କୋହଲି: ଆଚରଣକୁ କଡ଼ା ସମାଲୋଚନା, ଦେଖନ୍ତୁ Video

ନୂଆଦିଲ୍ଲୀ,୨୩।୫: ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସକୁ ୫୫ ରନରେ ପରାସ୍ତ କରିଥିଲା। ମ୍ୟାଚ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ ହେଡ ମଧ୍ୟରେ…

ସୋସିଆଲ ମିଡିଆରେ ଏମିତି ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ଶିକ୍ଷକ

ନୂଆପଡ଼ା,୨୩ା୫(ମକାରୁ ବେମାଲ):ସାମାଜିକ ଗଣମାଧ୍ୟମ ଫେସ୍‌ବୁକରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ନୂଆପଡ଼ା ଜିଲାର ଜଣେ ସହକାରୀ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ସୂଚନା ମୁତାବକ, ନୂଆପଡ଼ା ଜିଲା କୋମନା ବ୍ଲକ…

ସୋରିପଡ଼ା, ଖଲିଆପଡ଼ାରେ ଜଳ ସଙ୍କଟ: ପାଣି ଟୋପେ ପାଇଁ ହନ୍ତସନ୍ତ

ନୂଆପଡ଼ା,୨୩ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ପଞ୍ଚାୟତ ସୋରିପଡ଼ା ଓ ଖଲିଆପଡ଼ାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସୂଚନା ଅନୁଯାୟୀ ସୋରିପଡ଼ା ଗଁାରେ ୫୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri