Posted inଜାତୀୟ

କେବଳ ମଣିଷ ନୁହେଁ ବନ୍ୟଜୀବଙ୍କ ଉପରେ ପଡୁଛି ଗ୍ରୀଷ୍ମର ପ୍ରଭାବ: ମଧ୍ୟ ପ୍ରଦେଶ ଜଙ୍ଗଲରେ ୧୫ ମାଙ୍କଡ ମୃତ

ଦଓ୍ବୋସ,୮।୬: ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଉତ୍କଟ ଜଳ ସମାସ୍ୟା ୧୮ ମାଙ୍କଡଙ୍କ ଜୀବନ ନେଇଛି। ମଧ୍ୟପ୍ରଦେଶ ଦଓ୍ବୋସର ବଗଲି ବନଖଣ୍ଡରେ ଥିବା ଯୋଶୀ ବାବା ଜଙ୍ଗଲରେ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଜଳ ସମସ୍ୟା ଦେଖାଯେଇଛି। ଫଳରେ ଗତ କିଛି ଦିନ ମଧ୍ୟରେ ସେଠାରେ ୧୫ ମାଙ୍କଡଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ନିକଟରେ ଥିବା ଏକ ଜଳାଶୟରୁ ଗୋଟିଏ ମାଙ୍କଡ ଦଳ ପାଣି ପିଉଥିବା ବେଳେ ଏମାନଙ୍କୁ ସେଠାକୁ ଯିବାକୁ ନ ଦେବାରୁ ପାଣି ବିନା ମାଙ୍କଡଙ୍କ ଜୀବନ ଯାଇଥିବା ଜିଲା ବନ ଅଧିକାରୀ ପିଏନ୍‌ ମିଶ୍ର କହିଛନ୍ତି। ଏବେ ଏହି ବନ୍ୟପ୍ରାଣୀଙ୍କ ଲାଗି ଅଧିକ ପାଣିର ବ୍ୟବସ୍ଥା କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନ ଭୂକମ୍ପରେ ୩୩ ଆହତ, ପ୍ରଧାନମନ୍ତ୍ରୀ ଗଠନ କଲେ ଏମରଜେନ୍ସି ଟାସ୍କ ଫୋର୍ସ

ଟୋକିଓ,୯।୧୨: ସୋମବାର ରାତିରେ ଜାପାନରେ ୭.୫ ତୀବ୍ରତାର ଭୂମିକମ୍ପ ହେବା ପରେ ଲୋକମାନେ ଏବେ ବି ଭୟଭୀତ ଅଛନ୍ତି। ଭୂମିକମ୍ପ ପରେ ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳରେ...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କଲେ ଶାହିଦ ଆଫ୍ରିଦି, ରୋହିତ ଏବଂ ବିରାଟଙ୍କ ବିଷୟରେ କହିଲେ ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ନୂଆଦିଲ୍ଲୀ,୯।୧୨: ପୂର୍ବତନ ପାକିସ୍ତାନୀ ଅଧିନାୟକ ଶାହିଦ ଆଫ୍ରିଦି ପୁଣି ଥରେ ଭାରତୀୟ କ୍ରିକେଟ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଏଥର ସେ ଟିମ ଇଣ୍ଡିଆର...

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ମୁନିର

ଇସଲାମାବାଦ,୯।୧୨: ପାକିସ୍ତାନ ପ୍ରତିରକ୍ଷା ବାହିନୀର ମୁଖ୍ୟ (CDF), ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର କହିଛନ୍ତି ଯେ ପାକିସ୍ତାନ ଏକ ଶାନ୍ତିପ୍ରିୟ ଦେଶ ଏବଂ କାହାକୁ...

ପ୍ଲାଷ୍ଟିକ-ମୁକ୍ତ ପିକନିକ ଚ୍ୟାଲେଞ୍ଜ୍‌: ଶାଳ ପତ୍ର ବ୍ୟବହାର ପାଇଁ ସଂକଳ୍ପ

ଦାରିଙ୍ଗବାଡି, ୯/୧୨(ଅରୁଣ ସାହୁ):ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି । ଅଞ୍ଚଳରେ ବହୁଳ ପ୍ଲାଷ୍ଟିକ ବ୍ୟବହାର ପର୍ଯ୍ୟଟନ କ୍ଷେତ୍ରର ପରିବେଶ...

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

IPL 2026 Auction: ଅକ୍ସନର ଫାଇନାଲ ଲିଷ୍ଟରେ ବାଜିଲା ମୋହର, ୧୦୦୦ ଖେଳାଳି ଆଉଟ, ଷ୍ଟାର ଖେଳାଳିଙ୍କ ସରପ୍ରାଇଜ ଏଣ୍ଟ୍ରି

ନୂଆଦିଲ୍ଲୀ,୯।୧୨: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଡିସେମ୍ବର ୧୬ରେ ଆବୁଧାବିରେ ଏକ ମିନି-ନିଲାମ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।...

ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…

ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍‌ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri