କେବଳ ରାନୁ ନୁହନ୍ତି, ମେକଅପ୍‌ ଯୋଗୁ ଟ୍ରୋଲ ହୋଇଛନ୍ତି ଏସବୁ ଅଭିନେତ୍ରୀ

ବମ୍ବେ: ନିକଟରେ ଏକ ଫ୍ୟାଶନ ଶୋ’ରେ ଇଣ୍ଟରନେଟ୍‌ ସେନସେଶନ ରାନୁ ମଣ୍ଡଳଙ୍କ ର଼୍ୟାମ୍ପ ଓ୍ବାକ୍‌ ଚର୍ଚ୍ଚାର ପରିସରକୁ ଆସିଥିଲା। ଏସବୁରେ ରାନୁଙ୍କ ମେକ୍‌ଅପ୍‌କୁ ନେଇ ସୋସିଆଲ ମିଡିଆରେ ଟ୍ରୋଲରମାନେ ସକ୍ରିୟ ହୋଇପଡ଼ିଥିଲେ। ସେମାନେ ରାନୁଙ୍କ ବିଭିନ୍ନ ମେମ୍‌ କରିବା ସହ ତାଙ୍କୁ ସମାଲୋଚନା କରିବାକୁ ପଛାଇ ନ ଥିଲେ। ତେବେ କେବଳ ଯେ ରାନୁ ତାହା ନୁହେଁ ବରଂ ବଲିଉଡର ଅନେକ ଅଭିନେତ୍ରୀ ମଧ୍ୟ ନିଜ ଲୁକ୍‌କୁ ନେଇ ଟ୍ରୋଲ ହୋଇସାରିଛନ୍ତି।

ତାଲିକା ଶୀର୍ଷରେ ଅଛନ୍ତି ପିସି ଓରଫ ପ୍ରିୟଙ୍କା ଚୋପ୍ରା। ୨୦୧୯ରେ ମେଟ୍‌ ଗାଲା ରେଡ୍‌ କାର୍ପେଟରେ ପିସିଙ୍କ ଲୁକ୍‌ ସମସ୍ତଙ୍କୁ ଚକିତ କରିଦେଇଥିଲା। ସେହିଭଳି ନୀଳ ନୟନୀ ଐଶ୍ୱର୍ଯ୍ୟା ରାୟଙ୍କ ୨୦୧୬ କାନ୍ସ ଲୁକ୍‌କୁ ନେଇ ଟ୍ରୋଲ କରାଯାଇଥିଲା। ଏଥିରେ ଐଶ୍‌ ପିନ୍ଧିଥିବା ଲିପ୍‌ଷ୍ଟିକ୍‌କୁ ନେଇ ଚର୍ଚ୍ଚା ହୋଇଥିଲା। କେହି କେହି ତାକୁ ଜାମୁକୋଳି ସହ ତୁଳନା କରୁଥିଲେ। ସେହିଭଳି ନିକଟରେ ଦିଶା ପଟାନୀ ନିଜର ଏକ ସେଲ୍‌ଫିକୁ ନେଇ ବଜ୍‌ ସୃଷ୍ଟି ହୋଇଥିଲା। ଦୀଶାଙ୍କ ଲାଲ୍‌ ଲିପ୍‌ଷ୍ଟିକ୍‌କୁ ନେଇ ଟ୍ରୋଲର୍‌ମାନେ କମେଣ୍ଟ କରି ମେକ୍‌ଅପ୍‌ ଦୋକାନ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri