କେବିସି ହଟ ସିଟ୍‌ରେ କନ୍ଧମାଳ ଏମ୍‌ପି

ଫୁଲବାଣୀ ଅଫିସ, ୧୩ା୧୧- ସୋନି ଟିଭିରେ ପ୍ରସାରିତ ରିୟଲିଟି ଶୋ’ କୌନ ବନେଗା କରୋଡପତି (କେବିସି)ରେ କନ୍ଧମାଳ ଏମ୍‌ପି ଡ. ଅଚ୍ୟୁତ ସାମନ୍ତ ଭାଗ ନେଇଛନ୍ତି। ଆସନ୍ତା ୧୫ ତାରିଖ ଶୁକ୍ରବାର ରାତି ୯ଟାରେ ଏହା ପ୍ରସାରିତ ହେବ ା ଏକ ସ୍ପେଶାଲ ଏପିସୋଡ ‘କର୍ମବୀର’ରେ ଅଚ୍ୟୁତଙ୍କ ସହ ବଲିଉଡ ଅଭିନେତ୍ରୀ ତାପସୀ ପନ୍ନୁ ହଟ୍‌ ସିଟ୍‌ରେ ବସିବେ। ଏହି ଶୋ’ରେ ଅମିତାଭ ବଚ୍ଚନଙ୍କ ବିଭିନ୍ନ ପ୍ରଶ୍ନ ଜରିଆରେ ଏମ୍‌ପି ସାମନ୍ତଙ୍କ ସଂଘର୍ଷମୟ ଜୀବନୀ ବିଷୟରେ ଜାଣିବାକୁ ମିଳିବ ା ଏମ୍‌ପି ମଧ୍ୟ ନିଜ ସଂଘର୍ଷ ବିଷୟରେ କହିଛନ୍ତି। ଏହି ଅବସରରେ ସେ ଅମିତାଭ ବଚ୍ଚନଙ୍କୁ ଓଡିଶାର ପ୍ରସିଦ୍ଧ ଛେନାପୋଡ ଓ କିସ୍‌ ଛାତ୍ରୀଛାତ୍ରଙ୍କ ତରଫରୁ ପ୍ରସ୍ତୁତ ପେଣ୍ଟିଂ ଦେଇଥିବା ଏମ୍‌ପିଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ପ୍ରେସ୍‌ ବିବୃତିରେ କୁହାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୪(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri