Posted inଫୁରସତ

କେବେ ନାରଙ୍ଗୀ ରଙ୍ଗର ଟୋପି ତ କେବେ କଳା ଚଷମା, ୨୦୧୯ରେ ଚର୍ଚ୍ଚାରେ ଥିଲା ମୋଦିଙ୍କ ଏହି ଲୁକ୍‌

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲାଗି ବର୍ଷ ୨୦୧୯ ସ୍ମରଣୀୟ ରହିଥିଲା। ସାଧାରଣ ନିର୍ବାଚନରେ ଭାଜପାର ସଫଳତା ଯୋଗୁ ଉକ୍ତ ବର୍ଷ ସେ ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ହୋଇଥିଲେ। ଏସବୁ ମଧ୍ୟରେ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ଥିବା ପ୍ରଧାନମନ୍ତ୍ରୀଙ୍କ ଅନେକ ଫଟୋ ଚର୍ଚ୍ଚାର ପରିସରକୁ ଆସିଥିଲା। ଆସନ୍ତୁ ସେଭଳି ଦଶଟି ଫଟୋ ଉପରେ ଆଲୋଚନା କରିବା।


– ଫଟୋଟି ମୋଦିଙ୍କ କଶ୍ମୀର ଗସ୍ତ କାଳର। ଏହି ସମୟରେ ପାରମ୍ପରିକ ପୋଷାକ ପିନ୍ଧିଥିଲେ ମୋଦି।


– ଜମ୍ମୁ-କଶ୍ମୀର ଗସ୍ତ କାଳରେ ମୋଦି ଲଦାଖ ମଧ୍ୟ ଯାଇଥିଲେ। ସେହି ସମୟରେ ଉଠାଯାଇଥିବା ଫଟୋ ବେଶ୍‌ ଭାଇରାଲ ହୋଇଥିଲା।

– ଲୋକ ସଭା ନିର୍ବାଚନ ସମୟରେ ମୋଦି ହିମାଚଳ ପ୍ରଦେଶର ମଣ୍ଡିରେ ପାରମ୍ପରିକ ଟୋପି ସହ ବସ୍ତ୍ର ପରିଧାନ କରିଥିଲେ। ଉକ୍ତ ସମୟରେ ଉଠାଯାଇଥିବା ଫଟୋ ଚର୍ଚ୍ଚାକୁ ଆସିଥିଲା।

– କେଦାରନାଥ ମନ୍ଦିର ଗସ୍ତ ସମୟର ମୋଦିଙ୍କ ଏହି ଫଟୋ ଭାଇରାଲ ହୋଇଥିଲା।


– କାଜାକସ୍ତାନ ଗସ୍ତ ସମୟରେ ପାରମ୍ପରିକ ବେଶଭୂଷାରେ ନଜରକୁ ଆସିଥିଲେ ମୋଦି


– ମୋଦିଙ୍କ ପଞ୍ଜାବ ଗସ୍ତ ସମୟର ଏହି ଫଟୋ ଭାଇରାଲ ହୋଇଥିଲା। ସବୁଠାରୁ ଅଧିକ ଚର୍ଚ୍ଚାରେ ରହିଥିଲା ମୋଦି ପିନ୍ଧିଥିବା ଟୋପି।


– ପ୍ରଧାନମନ୍ତ୍ରୀ ଡିସ୍‌କଭରି ଚ୍ୟାନେଲର ଶୋ’ ମ୍ୟାନ ଭର୍ସେସ୍‌ ଓ୍ବାଇଲ୍ଡର ଶୁଟିଂ ସମୟର ଏହି ଫଟୋ ଚର୍ଚ୍ଚାରେ ରହିଥିଲା।


– ତାମିଲନାଡ଼ୁର ମହାବଳୀପୁରମ୍‌ ଘାଟରେ ସ୍ବଚ୍ଛ ଭାରତ ବାର୍ତ୍ତା ଦେଇଥିଲେ ମୋଦି। ସେହି ସମୟରେ ଉଠାଯାଇଥିବା ଫଟୋ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା।


– ବର୍ଷର ଶେଷ ସୂର୍ଯ୍ୟୋପରାଗ ସମୟର ଏହି ଫଟୋ ଚର୍ଚ୍ଚାରେ ରହିଥିଲା। ବିଶେଷକରି ମୋଦି ପିନ୍ଧିଥିବା ଏହି ଚଷମା ସମସ୍ତଙ୍କୁ ପସନ୍ଦ ଆସିଥିଲା। କେହିକେହି ଏହାର ଦାମ୍‌କୁ ନେଇ ସମାଲୋଚନା ମଧ୍ୟ କରୁଥିବା ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri