କେମିତି ଚମକିବ ବାସନ

ସବୁ ମହିଳାଙ୍କୁ ପସନ୍ଦ ସେମାନଙ୍କ ରୋଷେଇ ଘରର ବାସନ କେମିତି ଚମକିବ । କିନ୍ତୁ ବାସନରେ ଯଦି ପୋଡ଼ା ଦାଗ ରହିଯାଏ ତେବେ ତାକୁ ସଫା କରିବା ସମସ୍ୟା
ଦେଖାଯାଏ । ବାସନକୁସନ ସହଜରେ ସଫା କରିପାରିବେ ଜାଣନ୍ତୁ ସେ ସମ୍ପର୍କରେ…

ଆଲୁମିନିୟମ୍‌ ବାସନକୁ ସଫା କରିବାକୁ ହେଲେ ସେଥିରେ ପିଆଜ ପକାଇ ଓ ପାଣି ପକାଇ ଭଲଭାବେ ଫୁଟାଇ ଦିଅନ୍ତୁ। ପୁଣି ବାସନ ମଜା ସାବୁନ୍‌ରେ ପୁଣି ସଫା କରନ୍ତୁ।
-ଲେମ୍ବୁ ପ୍ଲାଷ୍ଟିକ୍‌ କଣ୍ଟେନରକୁ ଭଲଭାବେ ସଫା କରିବାରେ କାମ ଦେଇଥାଏ। ଏଥିରୁ ବାହାରୁଥିବା ଦୁର୍ଗନ୍ଧକୁ ଦୂର କରିବାକୁ ହେଲେ ଫ୍ରେଶ୍‌ ଲେମ୍ବୁ ବ୍ୟବହାର କରନ୍ତୁ। ଲେମ୍ବୁ ଚୋପା ସାହାଯ୍ୟରେ କଣ୍ଟେନରକୁ ଭଲଭାବେ ସଫା କରନ୍ତୁ। ଏହାଦ୍ୱାରା ଦାଗ ହାଲ୍‌କା ଓ ଧୀରେ ଧୀରେ ଛାଡ଼ିବ।
-ବେକିଂ ସୋଡ଼ା ବାସନରେ ୧୦-୧୫ମିନିଟ୍‌ ଭିଜାଇ ରଖି ଦିଅନ୍ତୁ। ପୁଣି ସୋଡ଼ାକୁ ଗୋଲଗୋଲ ଆକାରରେ ରଗଡ଼ନ୍ତୁ। ଏହାଦ୍ୱାରା ଏକଦମ୍‌ ସଫା ହୋଇଯିବ ବାସନ।
-ବାସନରେ ଦାଗ ଥିଲେ ତାକୁ ସଫା କରିବାକୁ ଆପଣ ଦହିର ପ୍ରୟୋଗ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?