କେରଳରେ ଫସିଥିବା ୪୦ ଜଣ ଭଦ୍ରକ ଫେରୁଛନ୍ତି

ଭଦ୍ରକ ଅଫିସ,୪ା୫: କେରଳରେ ଫସିଥିବା ୪୦ ଜଣ ସୋମବାର ସକାଳେ ସ୍ବତନ୍ତ୍ର ଟ୍ରେନ ଯୋଗେ ଗଞ୍ଜାମ ଜିଲା ଜଗନ୍ନାଥପୁର ଷ୍ଟେଶନରେ ଓହ୍ଲାଇଥିଲେ। ସେଠାରୁ ଭଦ୍ରକ ଜିଲା ପ୍ରଶାସନ ଏକ ସ୍ବତନ୍ତ୍ର ବସ୍‌ ଯୋଗେ ଏମାନଙ୍କୁ ଭଦ୍ରକ ଆଣୁଥିବା ଜଣାପଡ଼ିଛି। ସମସ୍ତ କେରଳ ଫେରନ୍ତାଙ୍କର ଧାମନଗର ଛକ ଆଇଟିଆଇଠାରେ ସ୍କ୍ରିନିଂ କରାଯିବା ପରେ ପଞ୍ଚାୟତସ୍ତରୀୟ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ପଠାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦାମ ବୃଦ୍ଧି ପାଇଁ ଇଥାନଲ ଦାୟୀ ନୁହେଁ; ତେବେ, କିଏ କଲା ମୂଲ୍ୟ ବୃଦ୍ଧି? ନାମ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୨୨।୮: ସାରା ଦେଶରେ ଚିନି ମୂଲ୍ୟରେ ଦ୍ରୁତ ବୃଦ୍ଧି ମଧ୍ୟରେ, ସରକାର ଶୁକ୍ରବାର ଏହି ଦାବିକୁ ଖାରଜ କରି ଦେଇଛନ୍ତି ଯେ ଇଥାନଲ ପାଇଁ ଚିନିର ମୂଲ୍ୟ…

ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ…

ସ୍ତ୍ରୀ ଫେରିଆସିବ ବୋଲି ନରବଳି ଦେଇଥିଲେ ଶତ୍ରୁଘ୍ନ: ସନ୍ତୋଷଙ୍କ ଗଣ୍ଡିମୁଣ୍ଡ ଅଲଗା କରିବା ପରେ ଘଟିଲା…

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର):ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ ସମ୍ମୁଖରେ…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର: ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ

ନୂଆପଡ଼ା,୨୨ା୮(ମକାରୁ ବେମାଲ):ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖା…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର

ନୂଆପଡ଼ା,୨୧ା୮(ମକାରୁ ବେମାଲ): ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ସ୍ତ୍ରୀ ଫେରି ଆସିବ ବୋଲି ଦେଇଥିଲେ ନରବଳି

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର): ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ…

ହଷ୍ଟେଲରେ ଭୂତ, ଘରକୁ ଫେରିଗଲେ ଛାତ୍ରୀ

ଯୋଡ଼ା,୨୨ା୮(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଭୂୟଁା ରୋଇଡା ପଞ୍ଚାୟତରେ ଥିବା ଭୂୟଁା ରୋଇଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ନିବାସରେ ଭୂତ ଭୟ…

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri