Posted inଜାତୀୟ

କେରଳ ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ,୧।୬: ପାଣିପାଗ ବିଭାଗର ପୂର୍ବନୁମାନ ଅନୁଯାୟୀ, ଠିକ୍‌ ଜୁନ୍‌ ପହିଲାରେ କେରଳ ଛୁଇଁଛି ମୌସୁମୀ। ଭାରତୀୟ ପାଣିପାଗ ବିଭାଗର ସୂଚନା ମୁତାବକ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର କେରଳ ଛୁଇଁଛି। ଏହାର ପ୍ରଭାବରେ ପାଖାପାଖି ୯ ଜିଲାରେ ପ୍ରବଳ ବର୍ଷା ହୋଇଛି। ମିଳିଥିବା ସୂଚନାରୁ ଜଣାପଡିଛି କି ଥିରୁଭାନନ୍ତପୁରମ, କୋଲ୍ଲାମ, ପଥାନମଥିଟ୍ଟା, ଅଲପୁଜାହ, କୋଟ୍ଟୟମ, ଏର୍ନାକୁଲମ, ଇଡ୍ଡୁକି, ମାଲାପୁରନମ ଓ କନ୍ନୁରରେ ପ୍ରବଳ ବର୍ଷା ହେଉଥିବାରୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି। କେରଳର ଅଧିକାଂଶ ସ୍ଥାନରେ ବର୍ଷା ହେଉଥିବାରୁ ସେଠାକାର ତାପମାତ୍ରା ମଧ୍ୟ କମ୍‌ ହୋଇଛି। ଥିରୁଭାନନ୍ତପୁରମରେ ଦିନର ତାପମାତ୍ର ୨୫ ଡିଗ୍ରୀ ରେକର୍ଡ କରାଯାଇଛି। କେରଳର ଦକ୍ଷିଣ ଉପକୂଳ ଅଞ୍ଚଳ ଓ ଲକ୍ଷ୍ୟଦ୍ୱୀପରେ ଗତ ୪ ଦିନ ହେବ ଲାଗାତାର ବର୍ଷା ଲାଗିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri