Posted inଜାତୀୟ

କେରଳ ବିଧାନସଭା: ପ୍ରବଳ ହଟ୍ଟଗୋଳ ମଧ୍ୟରେ ସିଏଏ ବିରୋଧରେ ପ୍ରସ୍ତାବ ପାଠ କଲେ ରାଜ୍ୟପାଳ

ଥରୁଭାନନ୍ତପୁରମ୍‌,୨୯।୧: କେରଳ ବିଧାନସଭା ବଜେଟ୍‌ ଅଧିବେଶନ ବୁଧବାରଠାରୁ ଆରମ୍ଭ ହୋଇଛି। ଅଧିବେଶନର ପ୍ରଥମ ଦିନରେ ପ୍ରବଳ ହଟ୍ଟଗୋଳ ମଧ୍ୟରେ ରାଜ୍ୟପାଳ ଆରିଫ୍‌ ଅହମ୍ମଦ୍‌ ଖାଁ ସିଏଏ ବିରୋଧରେ ରାଜ୍ୟ ସରକାରଙ୍କ ପ୍ରସ୍ତାବ ପାଠ କରିଛନ୍ତି। ପୂର୍ବରୁ ସେ ଏହି ପ୍ରସ୍ତାବ ପାଠ କରିବାକୁ ମନା କରିଥିଲେ। ତେବେ ମୁଖ୍ୟମନ୍ତ୍ରୀ ପିନରାଇ ବିଜୟନଙ୍କ ଅନୁରୋଧ କ୍ରମେ ସେ ଏନେଇ ନିଜର ସହମତି ପ୍ରକାଶ କରିଥିଲେ। ଏପରି କରିବାକୁ ରାଜ୍ୟ ସରକାର ଚାହୁଁଥିବାରୁ ଆରିଫ୍‌ ପ୍ରସ୍ତାବ ପାଠ କରିଥିବା ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ ଇଛାକୁ ସମ୍ମାନ କରିବା ତାଙ୍କର କର୍ତ୍ତବ୍ୟ ବୋଲି ସେ କହିଛନ୍ତି। ତେବେ ଆରିଫ୍‌ ଭାଷଣ ଆରମ୍ଭ କରିବାରୁ ଏହାକୁ ବିରୋଧ କରି ୟୁଡିଏଫ୍‌ ବିଧାୟକମାନେ ଗୃହତ୍ୟାଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭବିଷ୍ୟବାଣୀ କଲେ ରବୀନ୍ଦ୍ର: ଭାଜପାରେ ଯୋଗଦେବେ ଆଉ ୨ ଉପକୂଳ ଏମ୍‌ପି

ଭୁବନେଶ୍ୱର,୨୭।୫(ସୁନିତ୍‌ ମିଶ୍ର):ବିଜେଡି ଛାଡ଼ିବା ସହ ଦେବାଶିଷ ସାମନ୍ତରାୟ ରାଜ୍ୟ ସଭା ସଦସ୍ୟ ପଦରୁ ସୋମବାର ଇସ୍ତଫା ଦେଇ ଦେବା ପରେ ଅନେକ ରାଜନୈତିକ ଚର୍ଚ୍ଚା ହେଉଛି। ତାଙ୍କ…

ପୁଣି ବଢିଲା ଲୋକଙ୍କ ଚିନ୍ତା: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ…

ନୂଆଦିଲ୍ଲୀ, ୨୭।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର କ୍ରମାଗତ ବୃଦ୍ଧି ପାଉଥିବା ମୂଲ୍ୟ ସାଧାରଣ ଲୋକଙ୍କ ଚିନ୍ତାକୁ ବୃଦ୍ଧି କରିଛି। ଗତ ଦୁଇ ସପ୍ତାହ ମଧ୍ୟରେ…

୫ ସୁଦ୍ଧା ଦିଲ୍ଲୀ ଜିମ୍‌ଖାନା ପରିସର ଦଖଲକୁ ନିଆଯିବ ନାହିଁ

ନୂଆଦିଲ୍ଲୀ,୨୭ା୫: ଔପନିବେଶୀୟ ଯୁଗରୁ ରହିଆସିଥିବା ଦିଲ୍ଲୀ ଜିମ୍‌ଖାନା ପରିସରକୁ କେନ୍ଦ୍ର ସରକାର ଜୁନ୍‌ ୫ ସୁଦ୍ଧା ବଳପୂର୍ବକ ଦଖଲକୁ ନେବେ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟଙ୍କୁ…

ପରାଜୟ ପରେ ମମତାଙ୍କୁଠୁ ଦୂରୋଉଛନ୍ତି କର୍ମୀ, ଇସ୍ତଫା ଦେଲେ ୧୦୦ କାଉନସିଲର

କୋଲକାତା,୨୭ା୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପରାଜୟ ପରେ ନେତା ଓ କର୍ମୀମାନେ ଦଳରୁ ଦୂରେଇବା ଆରମ୍ଭ କରିଛନ୍ତି। ଏମ୍‌ପି କାକୋଲି…

ଜୁନ୍‌ ୧ରୁ ଅଗ୍ନିପଥ ଯୋଜନା:ଜାଣନ୍ତୁ କେମିତି କରିବେ ଆବେଦନ

କଟକ,୨୭।୫(କାର୍ତ୍ତିକ ସାହୁ):ଭାରତୀୟ ସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଏବଂ ନିୟମିତ କ୍ୟାଡ୍‌ର ଅନ୍‌ଲାଇନ ସାଧାରଣ ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ ୧ରୁ ୧୨ ତାରିଖ ପର୍ଯ୍ୟନ୍ତ…

କନ୍ୟା ଆସିଲେନି, ଫେରିଲେ ୪୨ ବର, ପୂରା ଘଟଣା ଜାଣିଲେ…

ଭୋପାଳ,୨୭ା୫: ବିବାହର ସ୍ବପ୍ନ ଦେଖାଇ ୪୨ଜଣ ଯୁବକଙ୍କଠାରୁ ଟଙ୍କା ଆଦାୟ କଲେ। ଏପରି କି ବିବାହ ପାଇଁ ଦିନ ଏବଂ ସ୍ଥାନ ଧାର୍ଯ୍ୟ କରି ଡକାଇଲେ। ସେହି…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri