କେଶିଙ୍ଗାରେ ସ୍ବାଧୀନତା ଦିବସ

କେଶିଙ୍ଗା, ୧୫।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେଶିଙ୍ଗା ସହରରେ ଥିବା ବିଦ୍ୟାପୀଠ ଖେଳପଡ଼ିଆଠାରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ନାଗରିକ କମିଟି ପକ୍ଷରୁ ପାଳିତ ହୋଇଯାଇଛି। ଏଥିରେ କଳାହାଣ୍ଡି ଜିଲାର ଉପ ଜିଲାପାଳ ମିର୍ଦ୍ଧା ଟପ୍ନୋ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। କେଶିଙ୍ଗା ସହରକୁ ସବୁଜସୁନ୍ଦର କରିବା ସହିତ ସହରରେ ଥିବା ପ୍ରତ୍ୟେକ ନାଳ, ନର୍ଦ୍ଦମା, ରାସ୍ତାଘାଟ, ପାନୀୟ ଜଳ, ବିଦ୍ୟୁତ୍‌ ସଂଯୋଗ ଆଦି ସଂଯୋଗରେ ସୁଧାର ଆଣିବାକୁ ପ୍ରତିଶ୍ରୁତି ଦେଇଥିଲେ। ଏହି ସ୍ବାଧୀନତା ଦିବସରେ ସହରର କଲେଜ, ସ୍କୁଲ ଓ ଅନ୍ୟାନ୍ୟ ଘରୋଇ ଶିକ୍ଷାନୁଷ୍ଠାନର ପ୍ରାୟ ୪ ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଯୋଗଦେଇ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ସେହିପରି କେଶିଙ୍ଗା ସହରର ଏନ୍‌ଏସି, ପଞ୍ଚାୟତ ସମିତି କାର୍ଯ୍ୟାଳୟ, କୋର୍ଟ, ପୋଲିସ ଷ୍ଟେଶନ ସହ ବହୁ ଶିକ୍ଷାନୁଷ୍ଠାନରେ ସ୍ବାଧୀନତା ଦିବସ ପାଳନ କରାଯାଇଛି। ଶେଷରେ ଉପଜିଲାପାଳଙ୍କ ଦ୍ୱାରା ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri