କେସିଙ୍ଗାରେ ୭୧ ତମ ସାଧାରଣତନ୍ତ୍ର ଦିବସ

କେସିଙ୍ଗା,୨୬।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ବିଦ୍ୟାପୀଠ ଖେଳପଡ଼ିଆ ପରିସରରେ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଛି। ଏଥିରେ ମୁଖ୍ୟଅତିଥି ଭାବେ କଳାହାଣ୍ଡି ଉପଜିଲାପାଳ ସୁଶାନ୍ତ ସିଂ ଯୋଗଦେଇ ସହରର ବିକାଶ, ପାନୀୟଜଳ, ରାସ୍ତାଘାଟ, ଡ୍ରେନ୍‌, ବିଜୁଳି ସମସ୍ୟା ସମାଧାନ କରାଯାଇ ଉନ୍ନତିମୂଳକ କାର୍ଯ୍ୟ କରାଯିବ ବୋଲି କହିଛନ୍ତି। ଏଥିରେ ନିର୍ବାହୀ ଅଧିକାରୀ ବିଶ୍ୱମ୍ବର ମିଶ୍ରଙ୍କ ସମେତ ଏସ୍‌ଡିପିଓ ଗୁପ୍ତେଶ୍ୱର ଭୋଇ ପ୍ରମୁଖ ଯୋଗ ଦେଇଥିଲେ। କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କାର ବଣ୍ଟନ କରାଯିବା ସହ ସେମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...

ଫଳ ଦୋକାନ ଉପରକୁ ମାଡିଗଲା ମ୍ୟୁନିସିପାଲଟି ଗାଡି, ମୋବାଇଲ ଫୋନରେ କଥା ହୋଇ…

ବଲାଙ୍ଗୀର,୬।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବସ୍‌ ଟର୍ମିନାଲ ସମ୍ମୁଖରେ ଥିବା ଫଳ ଦୋକାନ ଉପରକୁ ଶନିବାର ସକାଳେ ବଲାଙ୍ଗୀର ମ୍ୟୁନିସିପାଲଟିର ଏକ ସେପଟି ଟାଙ୍କି ଗାଡି...

ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ: ଜନସାଧାରଣଙ୍କ ହୋଇଛନ୍ତି ଆସ୍ଥାଭାଜନ

ବଲାଙ୍ଗୀର, ୬।୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୩ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ ପଡିଆଠାରେ ଶନିବାର ପାଳିତ ହୋଇଯାଇଛି...

ବିପୁଳ ଗଞ୍ଜେଇ ଜବତ,  ଜଣଙ୍କ ପରେ ଜଜଙ୍କୁ ମାଡିବସିଲା…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଅବକାରୀ ବିଭାଗ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣ ଗଞ୍ଜେଇ ଜବତ ସହ ୬ ଜଣଙ୍କୁ ଗିରଫ...

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ

ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ...

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri