କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା :ପ୍ରଶାସନ ଉପସ୍ଥିତିରେ ଛତୁଆ ବଣ୍ଟନ

କେସିଙ୍ଗା,୨।୯(ଡି.ଏନ.ଏ.)
ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ପ୍ରତ୍ୟେକ ମାସର ୧ ତାରିଖରେ ଛତୁଆ ବଣ୍ଟନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଜିଲାପାଳ ସମଗ୍ର ଜିଲାର ୧୩ଟି ବ୍ଲକରେ ପ୍ରଶାସନିକମାନଙ୍କୁ ନିୟୋଜିତ କରାଇ ରବିବାର ୧ ତାରିଖରେ ବଣ୍ଟନ କରାଯାଇଛି । କେସିଙ୍ଗା ବ୍ଲକର କାଣ୍ଡେଲ ସେକ୍ଟର ପାଇଁ କେସିଙ୍ଗା ବିଡିଓ ଭୀମସେନ ଶବର, ନୁନ୍‌ମାଠ ଓ ତୁଣ୍ଡଳା ସେକ୍ଟରେ ତହସିଲଦାର ଗଣ୍ଡାରାମ ଖମାରୀ, କେସିଙ୍ଗା ଏନଏସି ଏବଂ କେସିଙ୍ଗା ପାଇଁ ସିଡିପିଓ ମୁଜିବୁନୀ ନିଶାଙ୍କୁ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଛତୁଆ ବଣ୍ଟନ କାର୍ଯ୍ୟକ୍ରମରେ ନିୟୋଜିତ କରାଯାଇଛି । କେସିଙ୍ଗା ବ୍ଲକର ୧୯୫ଟି ଅଙ୍ଗନୱାଡି କେନ୍ଦ୍ରରେ ଛତୁଆ ବଣ୍ଟନ କରାଯାଇଥିବା ସିଡିପିଓଙ୍କଠାରୁ ପ୍ରକାଶ । ଗର୍ଭବତୀ, ପ୍ରସୂତୀ, ବିଭିନ୍ନ ବର୍ଗର ହିତାଧିକାରୀମାନଙ୍କୁ ଛତୁଆ ବଣ୍ଟନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri