କେସିଙ୍ଗା ସହରରେ ବନ୍ଦେ ଉତ୍କଳ ଜନନୀ କାର୍ଯ୍ୟକ୍ରମ

କେସିଙ୍ଗା,୩୦ା୫(ଡି.ଏନ.ଏ.)-କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାର୍ଯ୍ୟାଳୟ ପରିସରରେ ଶନିବାର ବନ୍ଦେ ଉତ୍କଳ ଜନନୀ ଗାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କେସିଙ୍ଗା ବିଡିଓ ପ୍ରଫୁଲ୍ଲ କୁମାର ଅଡୁଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସଙ୍ଗୀତ ଗାନ ସମୟରେ ବ୍ଲକ କର୍ମଚାରୀମାନେ ସାମାଜିକ ଦୂରତା ରକ୍ଷା କରିବାସହ ମୁହଁରେ ମାସ୍କ ପିନ୍ଧିଥିବା ଦେଖିବାକୁ ମିଳିଥିଲା। ସେହିପରି କଳାହାଣ୍ଡି ଜିଲାପାଳ ଡ. ଗାଭାଳି ପରାଗ ହର୍ଷଦଙ୍କ ନିର୍ଦ୍ଦେଶକ୍ରମେ କେସିଙ୍ଗା ବ୍ଲକ ଓ ଏନ୍‌ଏସି ପରିସରରେ କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…

ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ଉଲ୍ଲାସ ପକ୍ଷରୁ ନିଆରା ପ୍ରୟାସ, ୧୮ ରୁ୬୦ ବର୍ଷର ଲୋକଙ୍କୁ ସାକ୍ଷାରତା କରିବ…

କେସିଙ୍ଗା,୨୦ା୯(ତୁମେଶ୍ୱର ସାହୁ): ସମଗ୍ର ରାଜ୍ୟରେ ୧୮ ରୁ ୬୦ବର୍ଷର ଲୋକଙ୍କୁ ସାକ୍ଷରତା କରିବା ପାଇଁ ଉଲ୍ଲାସ ପକ୍ଷରୁ ରବିବାର ପରୀକ୍ଷା ଅନୁଷ୍ଠିତ ହୋଇଛି । ଏହି ପରିପ୍ରେକ୍ଷୀରେ…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

ବ୍ୟାଙ୍କର ୩ ସ୍କାଏଲାଇଟ୍‌ ଭାଙ୍ଗି ପଶିଥିଲେ: ୪ ଗିରଫ

କେସିଙ୍ଗା, ୧୮।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ଗିଗିନା ଗ୍ରାମରେ ଥିବା କାନାରା ବ୍ୟାଙ୍କ ଶାଖାରୁ ଚୋରି ଅଭିଯୋଗରେ ୪ ଜଣଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?