Posted inରାଜ୍ୟ

୨୮ ଦିନ କ୍ୱାରାଣ୍ଟାଇନ୍‌ ପାଇଁ ଯଦି କେହି ପ୍ରସ୍ତୁତ ନୁହନ୍ତି, ଓଡ଼ିଶା ଆସନ୍ତୁ ନାହିଁ: ବାଗ୍‌ଚୀ

ଭୁବନେଶ୍ୱର,୮।୫(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ଓଡ଼ିଶା ଭଲ ପରିସ୍ଥିତିରେ ରହିଛି। ଏହାର ଶ୍ରେୟ ଜନସାଧାରଣଙ୍କର। ରାଜ୍ୟକୁ ଫେରୁଥିବା ବ୍ୟକ୍ତିମାନେ ଏହାକୁ ଦୃଷ୍ଟିରେ ରଖି ନିଜକୁ ଶୃଙ୍ଖଳିତ ରଖିବା ଆବଶ୍ୟକ। ସେମାନେ ୨୮ ଦିନ ସଂଗରୋଧକୁ ସମ୍ପୂର୍ଣ୍ଣ ପାଳନ କରିବା ଉଚିତ୍‌। ଯଦି କେହି ଏଥିପାଇଁ ପ୍ରସ୍ତୁତ ନୁହନ୍ତି ତେବେ ସେ ଓଡ଼ିଶା ଫେରିବାର ଆବଶ୍ୟକତା ନାହିଁ। ସଂଗରୋଧରେ ରହୁଥିବା ବ୍ୟକ୍ତିଙ୍କର ଯେକୌଣସି କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ସୁପରିଚାଳନାରେ ସମାନଭାବେ ଭାଗ ନେବାକୁ ପଡ଼ିବ। ଏହାକୁ ଏନ୍‌ଏସ୍‌ଏସ୍‌ କ୍ୟାମ୍ପ ବୋଲି ଭାବିବାକୁ ପଡ଼ିବ। ନିଜକୁ ଜଣେ ଯତ୍ନବାନ ନାଗରିକ ଭାବେ ନିଜର, ପରିବାରର ତଥା ସମାଜର ମଙ୍ଗଳକୁ ଦୃଷ୍ଟିରେ ରଖି ସମସ୍ତ କଟକଣା ମାନିବାକୁ ପଡ଼ିବ। ତେବେ ଆଗକୁ ପଜିଟିଭ୍‌ ଚିହ୍ନଟର ସଂଖ୍ୟା ବଢ଼ିବ।  ଏଥିରେ ବିଚଳିତ ନ ହୋଇ ଅଧିକ ପଜିଟିଭ୍‌ ବ୍ୟକ୍ତିଙ୍କୁ ଶୀଘ୍ର ଚିହ୍ନଟ କରିବାକୁ ପଡ଼ିବ। ଏହାଦ୍ୱାରା ସଂକ୍ରମଣ କମାଯାଇପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ

ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ...

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

ନବଜାତ ଶିଶୁପତ୍ର, ପ୍ରସୂତିଙ୍କ ମୃତ୍ୟୁର ହେବ ତଦନ୍ତ, ଅଧିକାରୀ କହିଲେ…

କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ପଦାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି...

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...

ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା

ଭୁବନେଶ୍ୱର,୧୭।୧୨:  କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri